ଦେଢଶୁରଙ୍କ କୋଦାଳ ଚୋଟରେ ଭାଇବୋହୂଙ୍କ ମୃତ୍ୟୁ
ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର ଢେପାଗୁଡା ଗ୍ରାମରେ ଦେଢଶୁରଙ୍କ କୋଦାଳ ଚୋଟରେ ଭାଇବୋହୂଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।
ପରିବାର ଲୋକଙ୍କ କହିବା ଅନୁଯାୟୀ ଆଜି ସକାଳେ ଭାଇ ବୈମାଝୀ ପ୍ରେପକା ନିଜ ବିଲକୁ ଯାଇ କାମ କରୁଥିବା ବେଳେ ତାଙ୍କ ସ୍ତ୍ରୀ!-->!-->!-->…