କାଲି କନ୍ଧମାଳ ଜିଲ୍ଲାରେ ବନ୍ଦ ରହିବ ସ୍କୁଲ
ଆସନ୍ତାକାଲି କନ୍ଧମାଳ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲଗୁଡ଼ିକ ବନ୍ଦ ରହିବ। ଏନେଇ ଆଜି ଜିଲ୍ଲାର ସମସ୍ତ ବିଇଓ, ପ୍ରଧାନଶିକ୍ଷକମାନଙ୍କୁ ଚିଠି ଲେଖିଛନ୍ତି ଜିଲ୍ଲା ଶିକ୍ଷା ଅଧିକାରୀ।
ସେ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ବାତ୍ୟା ଦାନାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳଙ୍କ!-->!-->!-->…
