ବିଜେଡି ସରକାର ସମୟର ସବୁ ଚର୍ଚ୍ଚିତ ହତ୍ୟାକାଣ୍ଡ ମାମଲାର ପୁନଃ ତଦନ୍ତ ହେବ: ପୃଥ୍ବୀରାଜ ହରିଚନ୍ଦନ
ବିଜେଡି ସରକାର ସମୟରେ ରାଜ୍ୟରେ ହୋଇଥିବା ସବୁ ଚର୍ଚ୍ଚିତ ହତ୍ୟାକାଣ୍ଡ ମାମଲାର ପୁନଃ ତଦନ୍ତ ହେବ। ଆଜି ନୂଆଦିଲ୍ଲୀରୁ ଫେରି ବିମାନବନ୍ଦରରେ ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, କେବଳ ପୂର୍ବତନ ମନ୍ତ୍ରୀ ନବ ଦାସ, ମମିତା ମେହେର, ସ୍ବାମୀ!-->…
