ଭିଜିଲାନ୍ସ ଜାଲରେ ଆଠଗଡ଼ ବିଡିଓ; ୮ଟି ସ୍ଥାନରେ ଚଢ଼ାଉ
ବିଡିଓଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁଙ୍କ ଘରେ ଆଜି ସକାଳେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି।
ପ୍ରଦୀପଙ୍କ ପୈତୃକ ଘର ସମେତ ଭୁବନେଶ୍ୱର, ଖୋର୍ଦ୍ଧା, ନୟାଗଡ଼ ଓ ଆଠଗଡ଼ ସମେତ ଏକକାଳୀନ ୮ଟି!-->!-->!-->…
