ସୁଭଦ୍ରା ଯୋଜନା ପାଇଁ ୧୦ ହଜାର କୋଟିର ବ୍ୟୟବରାଦ
ସୁଭଦ୍ରା ଯୋଜନା ପାଇଁ ବଜେଟରେ ୧୦ ହଜାର କୋଟିର ବ୍ୟୟବରାଦ ହୋଇଛି। ନିର୍ବାଚନ ଇସ୍ତାହାରରେ ବିଜେପି ସୁଭଦ୍ରା ଯୋଜନା ନେଇ ଘୋଷଣା କରିଥିଲା। ମହିଳା ଓ ଶିଶୁ ବିକାଶ ପାଇଁ ବଜେଟରେ ୧୭ ହଜାର ୯୪୨ କୋଟି ବ୍ୟୟବରାଦ କରାଯାଇଛି। ସେହିପରି ଅନାଥ ଶିଶୁଙ୍କ ପାଇଁ ବଜେଟରେ ନୂଆ ଯୋଜନା 'ଯଶୋଦା'ର!-->…
