ଆଜି ରାଜ୍ୟ ବିଜେପି କାର୍ଯ୍ୟକାରିଣୀ ବୈଠକର ଦ୍ୱିତୀୟ ଦିନ; ପାରିତ ହେବ ରାଜନୈତିକ ଚିଠା ପ୍ରସ୍ତାବ
ପୁରୀରେ ଚାଲିଥିବା ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକର ଆଜି ଦ୍ୱିତୀୟ ଦିନ। ଏହି ବୈଠକରେ ରାଜନୈତିକ ସ୍ଥିତି ଉପରେ ଆଲୋଚନା ହେବା ପରେ ଆଜି ପାରିତ ହେବ ରାଜନୈତିକ ଚିଠା ପ୍ରସ୍ତାବ। ସାମ୍ପ୍ରତିକ ରାଜନୈତିକ ସ୍ଥିତି ଉପରେ ହେବ ଚର୍ଚ୍ଚା ଓ ଆଲୋଚନା। ଏଥିସହ ଆଗାମୀ ଦିନରେ!-->…
