କାହିଁକି ହାରିଲା ବିଜେଡି
ଜେଡିର ଶୋଚନୀୟ ପରାଜୟ ପଛର କାରଣ କ’ଣ ? ନିର୍ବାଚନ ହାରିବାର ୩ ମାସ ପରେ ପରାଜୟର କାରଣ କହିଛନ୍ତି ନବରଙ୍ଗପୁର ବିଜେଡି ପରାଜିତ ସାଂସଦ ପ୍ରାର୍ଥୀ ପ୍ରଦୀପ ମାଝୀ । ସୂଚନା ଅନୁସାରେ ଗତକାଲି ଶଙ୍ଖ ଭବନରେ କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାର ସାଂଗଠନିକ କର୍ମକର୍ତ୍ତାଙ୍କୁ ଡାକି ସମୀକ୍ଷା!-->…
