ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲା: ବିଚାର ବିଭାଗୀୟ ତଦନ୍ତ ଦାବି କଲେ ନବୀନ
ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ପ୍ରତିକ୍ରିୟା ରଖିଛନ୍ତି । ଘଟଣାକୁ ଦୁର୍ଭାଗ୍ୟଜନକ ବୋଲି କହିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏହାକୁ ନିନ୍ଦନୀୟ କହିବା ସହ ବିଚାର ବିଭାଗୀୟ ତଦନ୍ତ ଦାବି କରିଛନ୍ତି ।!-->…
