ରାସ୍ତା ଉପରେ ପଡ଼ିଛି ଅର୍ଦ୍ଧଦଗ୍ଧ କଟାମୁଣ୍ଡ
ରାସ୍ତା ଉପରେ ପଡ଼ିଛି ଅର୍ଦ୍ଧଦଗ୍ଧ କଟାମୁଣ୍ଡ। ତେବ ଏହେ କଟାମୁଣ୍ଡଟି କାହାର ଜଣାପଡ଼ି ନାହିଁ। ବାଲେଶ୍ୱର ଜିଲ୍ଲାରେ ଏପରି ଘଟଣା ଦେଖିବାକୁ ମିଳିଛି।
ଆଜି ସକାଳେ ଖନ୍ତାପଡ଼ା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ଉପରେ ଅର୍ଦ୍ଧଦଗ୍ଧ କଟାମୁଣ୍ଡ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ।!-->!-->!-->…
