କୋଣାର୍କ ସୂର୍ଯ୍ୟମନ୍ଦିରରୁ ଖୁବଶୀଘ୍ର କଢାଯିବ ବାଲି, ଏନେଇ ସମସ୍ତ ବୈଷୟିକ କାର୍ଯ୍ୟ ଶେଷ
କୋଣାର୍କ ସୂର୍ଯ୍ୟମନ୍ଦିରରୁ ଖୁବଶୀଘ୍ର କଢାଯିବ ବାଲି । ଏନେଇ ସମସ୍ତ ବୈଷୟିକ କାର୍ଯ୍ୟ ଶେଷ ହୋଇଛି । ପୂର୍ବରୁ ମନ୍ଦିରର ପଶ୍ଚିମ ପାଖ କାନ୍ଥରେ ଡ୍ରିଲିଂ କରାଯାଇ ବାଲିର ସ୍ଥିତି ଅନୁଧ୍ୟାନ କରାଯାଇଥିଲା । ସେଠାରୁ ବାଲିର ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ଆଇଆଇଟି ମାଡ୍ରାସ୍ ଲ୍ୟାବକୁ…
