ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚିଲେ ମୋଦି । ବିମାନ ବନ୍ଦରରୁ ସିଧା ଯିବେ ଗାଡକଣ । ସୁଭଦ୍ରା ଯୋଜନାର କରିବେ ଶୁଭାରମ୍ଭ । ମହିଳାଙ୍କ ଆକାଉଣ୍ଟକୁ ଯିବ ପ୍ରଥମ କିସ୍ତି । ମୋଦିଙ୍କ ଗସ୍ତକୁ ଦୃଷ୍ଟିରେ!-->…
