ବନ୍ଧା ହେଲେ ତାଳଚେର ଖଣି ଉପନିର୍ଦ୍ଦେଶକ
ଅନୁଗୁଳ ଜିଲ୍ଲା ତାଳଚେର ଖଣି ଉପନିର୍ଦ୍ଦେଶକ (ଡିଡିଏମ୍)ଙ୍କର ଅମାପ ସମ୍ପତ୍ତି ବାହାରିବା ପରେ ତାଙ୍କୁ ବାନ୍ଧିଛି ଭିଜିଲାନ୍ସ। ଗତକାଲି ଖଣି ଉପନିର୍ଦ୍ଦେଶକଙ୍କ ଘରୁ ପୁଳା ପୁଳା ଆୟ ବର୍ହିଭୂତ୍ ସମ୍ପତ୍ତି ବାହାରିଥିବା ବେଳେ ଆଜି ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକ ଗିରଫ ହୋଇଛନ୍ତି।!-->…
