ବିକ୍ରି ହେବନି ବାସି ଅବଢ଼ା; ଜଗିଛନ୍ତି ଅବସରପ୍ରାପ୍ତ ସେନା କର୍ମଚାରୀ
ଆନନ୍ଦ ବଜାରରେ ଶୃଙ୍ଖଳା ଓ ସଂସ୍କାର ଆଣିବା ପାଇଁ ପଦକ୍ଷେପ ଗ୍ରହଣ କରିଛନ୍ତି ରାଜ୍ୟ ସରକାର। ଆଜିଠୁ ଶ୍ରୀମନ୍ଦିରରେ ମୁତୟନ ହୋଇଛନ୍ତି ଅବସରପ୍ରାପ୍ତ ସେନା କର୍ମଚାରୀ। ମୋଟ ଦୁଇଟି ସିଫ୍ଟରେ ୨୦ଜଣ ପୂର୍ବତନ ସେନା କର୍ମଚାରୀ ମୁତୟନ ହେବେ। ଆଜି ସକାଳେ ୧୦ଜଣ ଆନନ୍ଦ ବଜାର ଓ ମନ୍ଦିର ବେଢାରେ!-->…
