ବିଧାନସଭାକୁ ମୋବାଇଲ୍ ଫୋନ୍ ଓ ପାଣି ବୋତଲ ମନା
ରାଜ୍ୟ ବିଧାୟକମାନଙ୍କୁ ବିଧାନସଭା ଗୃହ ଭିତରେ ମୋବାଇଲ୍ ଫୋନର ଉପଯୋଗ ନକରିବା ପାଇଁ ବାଚସ୍ପତି ସୁରମା ପାଢ଼ୀ ଆଜି ନିର୍ଦ୍ଦେଶ ଦେଇଛନ୍ତି । ଏପରିକି ବିଧାୟକମାନେ ଗୃହ ଭିତରକୁ ପାଣି ବୋତଲ ଧରି ନଆସିବା ପାଇଁ ମଧ୍ୟ ବାଚସ୍ପତି ତାଗିଦ୍ କରିଛନ୍ତି । ବିଧାନସଭା ଗୃହ ଭିତରେ ମୋବାଇଲ ଫୋନରେ!-->…
