ରାଜ୍ୟର ବିଭିନ୍ନ ଗୋଦାମରେ ପହଞ୍ଚିଛି ୩୦୦ ଟ୍ରକ ଆଳୁ
ରାଜ୍ୟରେ ୪୦ ଟଙ୍କା ତଳକୁ ଖସିଲା ଆଳୁ ଦର। କାରଣ ରାଜ୍ୟର ବିଭିନ୍ନ ଗୋଦାମରେ ପହଞ୍ଚିଛି ୩୦୦ ଟ୍ରକ ଆଳୁ। ପଶ୍ଚିମବଙ୍ଗରୁ ୨୭୦ଟି ଆଳୁ ଗାଡ଼ି ଆସିଥିବା ବେଳେ ଉତ୍ତରପ୍ରଦେଶରୁ ୩୦ ଟ୍ରକ୍ ଆସିଛି। ପାଇକାରୀ ବ୍ୟବସାୟୀଙ୍କ କହିବା କଥା, ଏବେ ମଧ୍ୟ ରାଜ୍ୟ ସୀମାରେ ପଶ୍ଚିମବଙ୍ଗ ପୁଲିସ ଆଳୁ!-->…
