କୁସ୍ତିରୁ ସନ୍ନ୍ୟାସ ନେଲେ ଭିନେଶ
କୁସ୍ତିରୁ ସନ୍ନ୍ୟାସ ନେଲେ ଭିନେଶ ଫୋଗାଟ୍। ପ୍ୟାରିସ ଅଲିମ୍ପିକ୍ସରେ ନିଶ୍ଚିତ ରୌପ୍ୟ ପାଇଁ ସ୍ଥାନ ପକ୍କା କରିଥିବା ଏବଂ ସ୍ୱର୍ଣ୍ଣ ହାସଲ ପାଇଁ ଆଶା ବାନ୍ଧିଥିବା କୁସ୍ତିଯୋଦ୍ଧା ଭିନେଶ ଫୋଗଟ ଗତକାଲି ନିରାଶ ହେବା ପରେ କୁସ୍ତିରୁ ସନ୍ୟାସ ନେଇଛନ୍ତି। ଏହି ଅପ୍ରତ୍ୟାଶିତ ବିଫଳତା ପରେ!-->…
