ହୀରାକୁଦ ଡ୍ୟାମ : ଆଉ ୪ଟି ଗେଟ୍ ଖୋଲିଲା
ପୁଣି ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍ ଖୋଲିଛି। ଏବେ ହୀରାକୁଦରୁ ମୋଟ୍ ୧୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଥିବା ଜଣାଯାଇଛି। ସୂଚନାଯୋଗ୍ୟ, ଗତ ରବିବାର ସକାଳ ସାଢ଼େ ୯ଟାରେ ହୀରାକୁଦ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ କରାଯାଇଥିଲା। ପରମ୍ପରା ଅନୁଯାୟୀ ସବୁ ବର୍ଷ ଭଳି ଏବର୍ଷ ମଧ୍ୟ!-->…
