Odia News Portal
Browsing Tag

swadhikar news

ଭୁବନେଶ୍ୱରରେ ପହଞ୍ଚିଲେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା

ଭୁବନେଶ୍ୱରରେ ପହଞ୍ଚିଲେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା । ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ପାଛୋଟି ନେଇଥିଲେ ଦଳୀୟ ନେତା, ମନ୍ତ୍ରୀ । ଆଜିଠାରୁ ଦୁଇ ଦିନ ଧରି ପୁରୀରେ ଅନୁଷ୍ଠିତ ବିଜେପିର ଦଳୀୟ

‘ଭିତର ରତ୍ନଭଣ୍ଡାରରେ ସୁଡ଼ଙ୍ଗ ଅଛି କି ନାହିଁ ଲେଜର ସ୍କାନିଂ ପରେ ଜଣାପଡ଼ିବ’

ପୂର୍ବ ନିର୍ଦ୍ଧାରିତ ଶୁଭ ମୁହୂର୍ତ୍ତରେ ଆଜି ଖୋଲାଯାଇଛି ଭିତର ରତ୍ନଭଣ୍ଡାର। ରତ୍ନ ଭଣ୍ଡାରର ତଦାରଖ କମିଟି ଅଧ୍ୟକ୍ଷ ବିଶ୍ୱନାଥ ରଥ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସମେତ ୧୧ ଜଣିଆ ଅଧିକୃତ ଟିମ୍ ଭିତର ରତ୍ନଭଣ୍ଡାର ଭିତରକୁ ଯାଇଛନ୍ତି। ଏଥିସହ ଗଜପତି ମହାରାଜ ମଧ୍ୟ ଭିତର

ବଦଳି ପାରେ ଆହାର କେନ୍ଦ୍ରର ନାଁ

ବନ୍ଦ ହେବନି ଆହାର ଯୋଜନା। ତେବେ ବଦଳି ପାରେ ଆହାର କେନ୍ଦ୍ରର ନାଁ । ଆହାର ଯୋଜନା ବନ୍ଦ କରାଯିବନି କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର। ଆହାର ପ୍ରତି ଲୋକଙ୍କ ଆଗ୍ରହ ଅଛି, ସେଥିପ୍ରତି ଗୁରୁତ୍ବ ଦିଆଯାଉଛି ବୋଲି କହିଛନ୍ତି ମନ୍ତ୍ରୀ । ସୂଚନା ଅନୁସାରେ, ଆଜି ସକାଳୁ

ଆସିପାରେ ୩ ଲକ୍ଷ କୋଟିର ରାଜ୍ୟ ବଜେଟ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀ ପରିଷଦ ବୈଠକ ଶେଷ । ବଜେଟ୍ ଆକାର ଛୁଇଁପାରେ ପ୍ରାୟ ୩ ଲକ୍ଷ କୋଟି । ପୂର୍ଣ୍ଣାଙ୍ଗ ଚିଠା ପ୍ରସ୍ତାବ ଉପରେ ମୋହର ସୂଚନା । ଏଥରର ଓଡିଶା ବଜେଟର ଆକାର ତିନି ଲକ୍ଷ କୋଟି ଛୁଇଁପାରେ । ଏନେଇ ଲୋକସେବା ଭବନରେ ବସିଥିବା ମନ୍ତ୍ରୀ ପରିଷଦ ବୈଠକରେ

କଟକଣାକୁ ଫୁ କରି, ରଥଉପରେ ମନ ପସନ୍ଦର ଫଟୋ ଉଠାଇଲେ ସେବାୟତ

ରଥ ଉପରକୁ ମୋବାଇଲ ନେଲେ ହେବ କାର୍ୟ୍ୟାନୁଷ୍ଠାନ । ନୂତନ ଭାବେ ଦାୟିତ୍ବ ନେବା ପରେ ଏଭଳି ପ୍ରତିକ୍ରିୟା ରଖିଥିଲେ ଶ୍ରୀମନ୍ଦିରର ନୂତନ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ମାତ୍ର ସୁନାବେଶରେ ରଥ ଉପରେ ସବୁ କଟକଣାକୁ ଫୁ କରି ଦେଇ ଉଡ଼ାଇ ଦେଇଛନ୍ତି ଦଇତାପତି ସେବାୟତମାନେ । ଅବସର ଥିଲା

ବଡବଡିଆଙ୍କ ଘରେ ବୁଲଡୋଜର ଚାଲିବ : ମନ୍ତ୍ରୀ ସୁରେଶ ପୂଜାରୀ

ଜବରଦଖଲକାରୀଙ୍କୁ ରାଜସ୍ୱ ମନ୍ତ୍ରୀଙ୍କ କଡା ଚେତାବନୀ । ପ୍ରଭାବଶାଳୀଙ୍କ କବଜାରେ ଥିବା ଜମି ଇଚ୍ଛେଦ ହେବ । ଜଙ୍ଗଲ ଜମି ମାଡି ବସିଥିଲେ ଉଚ୍ଛେଦ କରାଯିବ । ବଡବଡିଆ ଓ ପ୍ରଭାବଶାଳୀଙ୍କଠୁ ଜବରଦଖଲ ମୁକ୍ତ ହେବ । ଆସ୍ ଡମ୍ପିଂ ଉପରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି । ଶିଳ୍ପାନୁଷ୍ଠାନର

ବିଜେପି ସରକାରକୁ ଜଗିବେ ନବୀନଙ୍କ ୫୦ ବିଧାୟକ

ବିଭିନ୍ନ ବିଭାଗ ଉପରେ ନିଘା ରଖିବା ପାଇଁ ଦାୟିତ୍ୱ ବାଣ୍ଟିଲେ ନବୀନ। ନିଜ ଦଳର ବିଧାୟକଙ୍କୁ ଦାୟିତ୍ୱ ବାଣ୍ଟିଛନ୍ତି ବିରୋଧୀ ଦଳ ନେତା ନବୀନ। ସରକାରଙ୍କ କାର୍ଯ୍ୟ ଉପରେ ନିଘା ରଖିବାକୁ ନିଜ ବିଧାୟକଙ୍କୁ ଦାୟିତ୍ୱ ଦିଆଯାଇଛି। ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ ରାଜସ୍ୱ, ପ୍ରମିଳାଙ୍କୁ

ମହଣ ମହଣ ସୁନାରେ ସଜେଇ ହେବେ କାଳିଆ ସାଆନ୍ତ

ମହାପ୍ରଭୁ ଜଗନ୍ନାଥ ହେଉଛନ୍ତି ମାଧୁର୍ଯ୍ୟ ଓ ଐଶ୍ୱର୍ଯ୍ୟର ମିଳିତ ଆକର୍ଷଣ। ସେ ହେଉଛନ୍ତି ସମଗ୍ର ବିଶ୍ୱର ‘ରାଜା’। ଏନେଇ ରୀତିନୀତି ଓ ବେଶଭୂଷାରେ ଦେଖିବାକୁ ମିଳେ ରାଜକୀୟ ଠାଣି। ଠାକୁରଙ୍କ ସୁନାବେଶ ଏହା ହିଁ କୁହେ। ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଭିନ୍ନ ବେଶ ମଧ୍ୟରେ ସୁନାବେଶ ଅନ୍ୟତମ,

‘ଆମ ଓଡ଼ିଶା ନବୀନ ଓଡ଼ିଶା’ର ଖୋଳତାଡ଼ କରିବେ ମୋହନ ସରକାର

ଆମ ଓଡ଼ିଶା ନବୀନ ଓଡ଼ିଶା’ରେ ମିଳିଥିବା ଅନୁଦାନର ଖୋଳତାଡ଼ ହେବ। ପଞ୍ଚାୟତକୁ ମିଳିଥିବା ୫୦ ଲକ୍ଷ ଅନୁଦାନର ଖୋଳତାଡ଼ କରିବେ ମୋହନ ସରକାର। ଆଜି ଏହି ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ। ସେ କହିଛନ୍ତି, ପ୍ରତି ପଞ୍ଚାୟତକୁ ଦିଆଯାଇଥିବା ୫୦ ଲକ୍ଷ

ପୁଣି ଶ୍ରୀମନ୍ଦିର ଫଟୋ ଭାଇରାଲ୍‌

ରାଜା ସାକେର ନାମକ ଜଣେ ଯୁବକ ନିଜ ଇନ୍‌ଷ୍ଟାଗ୍ରାମ ଆଇଡିରେ ଶ୍ରୀମନ୍ଦିର ଭିତର ବେଢ଼ାର ଏକାଧିକ ଫଟୋ ଛାଡ଼ିଛନ୍ତି। ଏହି ଫଟୋ ନୃସିଂହ ମନ୍ଦିର ଓ ଆନନ୍ଦ ବଜାରରୁ ଉତ୍ତୋଳନ କରାଯାଇଥିବା ଜଣାପଡ଼ୁଛି। ଶ୍ରୀମନ୍ଦିର ଭିତରେ ଛିଡ଼ା ହୋଇ ଯୁବକ ଜଣକ ନିଜ ମୋବାଇଲ୍‌ରେ ସେଲ୍‌ଫି ନେଇଛନ୍ତି,