Odia News Portal
Browsing Tag

swadhikar news

ଅର୍ଡର ଦେବାର ୪୮ ଘଣ୍ଟା ମଧ୍ୟରେ ଘରେ ପହଞ୍ଚିବ ଗ୍ୟାସ

ଏଣିକି ଗ୍ୟାସ୍ ଅର୍ଡରର ୪୮ ଘଣ୍ଟା ମଧ୍ୟରେ ଖାଉଟିଙ୍କ ପାଖରେ ପହଞ୍ଚିବ ରନ୍ଧନ ଗ୍ୟାସ ସିଲିଣ୍ଡର। ଧାର୍ଯ୍ୟ ସମୟ ସୀମାରେ ଖାଉଟିଙ୍କ ପାଖରେ ଗ୍ୟାସ ନପହଞ୍ଚିଲେ ବିତରଣକାରୀ ସଂସ୍ଥା ବା ଡିଲରଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ। ପେଟ୍ରୋଲ୍, ଡିଜେଲ୍ ଓ ଏଲ୍ ପିଜି ଡିଲର୍ ସଂଘ ସହ ବୈଠକ ପରେ ଏ

ବିଜେପିର ରାଜ୍ୟ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ, ଯୋଗ ଦେବେ ଜେପି ନଡ୍ଡା

ଆସନ୍ତା ୧୯ ଏବଂ ୨୦ ତାରିଖରେ ବିଜେପିର ରାଜ୍ୟ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ । ପୁରୀ ବଳିଆପଣ୍ଡାରେ ବୈଠକକୁ ଉଦଘାଟନ କରିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା । କେନ୍ଦ୍ରରେ ତୃତୀୟ ଥର ମୋଦି ସରକାର ଏବଂ ଓଡ଼ିଶାରେ ପ୍ରଥମ ଥର ବିଜେପି ସରକାର

ମହାନଦୀକୁ ଡେଇଁ ପଡ଼ିଲେ ଯୁବକ 

ରାତି ଗଲା, ଆଉ ଏବେ ସକାଳ ଯାଇ ମଧ୍ୟାହ୍ନ ହେବାକୁ ବସିଲାଣି। ଅଥଚ କଟକ ମହାନଦୀକୁ ଯେଉଁ ଯୁବକ ଜଣକ ଡେଇଁପଡ଼ିଥିବା କୁହାଯାଉଛି, ତାଙ୍କର ଏଯାଏଁ ପତ୍ତା ମିଳୁନି। ଗତ ରାତିରୁ ସଂପୃକ୍ତ ଯୁବକ ନିଖୋଜ ଅଛନ୍ତି। ନିଖୋଜ ଯୁବକଙ୍କ ନାଁ ପ୍ରଶାନ୍ତ ରାଉତ। ଘର କଟକ ଛତ୍ରବଜାର

୧୮ରେ ପୁଣି ଖୋଲିବ ରତ୍ନଭଣ୍ଡାର, ବାହାରିଲା ଶୁଭ ମୁହୂର୍ତ୍ତ

ଆସନ୍ତା ୧୮ ତାରିଖ ଅର୍ଥାତ ଗୁରୁବାର ପୁଣି ଖୋଲାଯିବ ରତ୍ନଭଣ୍ଡାର। ରତ୍ନଭଣ୍ଡାର ସଂପର୍କିତ ଜରୁରୀ ବୈଠକ ପରେ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ରତ୍ନଭଣ୍ଡାର ଆସନ୍ତା ଗୁରୁବାର ଖୋଲାଯିବ। ରତ୍ନ ଭଣ୍ଡାର ଖୋଲିବା ନେଇ ଶୁଭ

ଆରଡିସି ସ୍ତରରେ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କ ବଡ ପ୍ରତିକ୍ରିୟା ଆରଡିସି ସ୍ତରରେ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ । ଲୋକେ କିପରି ସମସ୍ୟାର ସମ୍ମୁଖୀନ ନହେବେ ସେଥିପ୍ରତି ଗୁରୁତ୍ୱ ଦେଉଛନ୍ତି ମୋହନ ସରକାର । ପ୍ରତି ସପ୍ତାହରେ ମଧ୍ୟ ନିଜେ ଲୋକଙ୍କ ସମସ୍ୟା ଶୁଣୁଛନ୍ତି । ଆଉ ସମାଧାନ ମଧ୍ୟ କରିବାକୁ ପ୍ରତିଶ୍ରୁତି

ରଥ ଉପରୁ ଅଣସେବାୟତଙ୍କୁ ବାହାର କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁଣି ରଥରେ ଚଢିଲେ ଅଣସେବାୟତ । ଦେବୀ ସୁଭଦ୍ରାଙ୍କ ରଥରେ ଦୁଇ ଅଣ ସେବାୟତ ଚଢିଲେ । ସେବାୟତ ବେଶରେ ଦୁଇ ଜଣ ବ୍ୟକ୍ତି ଚଢିଥିବା ଅଭିଯୋଗ । ପହଣ୍ଡି ପୂର୍ବରୁ ଦୁହେଁ ରଥରେ ଚଢିଥିଲେ । ମାତ୍ର ଦୁହିଁଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଥରୁ ଓହ୍ଲାଇ ଦେଇଛନ୍ତି । ହାତ ଧରି ରଥରୁ ଟାଣି

ଆଜି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ମହାବାହୁ, ଅପରାହ୍ନ ୪ଟାରେ ରଥଟଣା

ସରିଲା ଜନ୍ମବେଦୀରେ ଲୀଳାଖେଳା । ଗୁଣ୍ଡିଚା ମନ୍ଦିରରୁ ମେଲାଣି ନେବେ ମହାବାହୁ । ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ଭାଇ ଭଉଣୀଙ୍କୁ ଧରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ମହାବାହୁ। ଏଥିପାଇଁ ନୀତି ନିର୍ଘଣ୍ଟ ଧାର୍ଯ୍ୟ ହୋଇଛି । ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପାଇଁ ଶରଧାବାଲିରେ

ମର୍ଣ୍ଣିଂ ୱାକ୍ ସାରି ଘରକୁ ଫେରୁଥିଲେ; ମାଡ଼ିଗଲା ବାଲି ବୋଝେଇ ଟ୍ରକ୍‌

ମର୍ଣ୍ଣିଂ ୱାକ୍ ସାରି ଘରକୁ ଫେରୁଥିବା ବେଳେ ଜଣେ ବ୍ୟକ୍ତିଙ୍କ ଉପରେ ମାଡ଼ିଗଲା ବାଲି ବୋଝେଇ ଟ୍ରକ୍। ଭୁବନେଶ୍ୱର ସ୍ଥିତ ଗଣ୍ଡମୁଣ୍ଡା କଳାଭୂମି ନିକଟରେ ଏହି ଦୁର୍ଘଟଣା ଘଟିଛି। ଆଜି ସକାଳେ ବ୍ୟକ୍ତି ଜଣଙ୍କ ମର୍ଣ୍ଣିଂ ୱାକ୍ ସାରି ଘରକୁ ଫେରୁଥିଲେ। ଗଣ୍ଡମୁଣ୍ଡା କଳାଭୂମି ନିକଟରେ ଏକ

ଖୋଲିଲାନି, ଭଙ୍ଗାଗଲା ଭିତର ରତ୍ନଭଣ୍ଡାର ତାଲା

ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ତାଲା ଖୋଲିଲା ନାହିଁ। ତେଣୁ ଭିତର ରତ୍ନଭଣ୍ଡାର ୩ଟି ତାଲା ଭଙ୍ଗା ଯାଇଛି। ତା’ପରେ ରତ୍ନଭଣ୍ଡାର ଯାଞ୍ଚ କମିଟିର ସଦସ୍ୟମାନେ ଭିତର ରତ୍ନ ଭଣ୍ଡାରରେ ପ୍ରବେଶ କରିଛନ୍ତି। ସବୁ ଅଳଙ୍କାର ଆଲ୍‌ମିରା ଓ ସିନ୍ଦୁକରେ ଥିବା ବାହାରୁ ଦେଖିଲେ। ହେଲେ କୌଣସି ଆଲ୍‌ମିରା

କରେଣ୍ଟ ଲାଗି ୧୦ ଶିଶୁ ଗୁରୁତର

ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଫାଶୀଗୁଡ଼ା ଗାଁରେ ବଡ଼ ଅଘଟଣ। ଗାଁ ରେ ଯାତ୍ରା ଷ୍ଟେଜ ତଳେ କରେଣ୍ଟ ଲାଗିବାରୁ ୧୦ରୁ ଅଧିକ ଶିଶୁ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଦିଗପହଣ୍ଡି ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୫ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଆହତ ଶିଶୁଙ୍କୁ ବ୍ରହ୍ମପୁରକୁ