ନବ ଦାସଙ୍କ ପୁଅଙ୍କ PAଙ୍କ ଘରେ ପଶିଲା ଆଇଟି ଟିମ୍; ଚାଲିଛି ରେଡ୍
ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ତଥା ଝାରସୁଗୁଡ଼ା ବିଧାୟିକା ପ୍ରାର୍ଥୀ ଦୀପାଳି ଦାସଙ୍କ ଭାଇ ବିଶାଳ ଦାସଙ୍କ PAଙ୍କ ଘରେ ଆଜି ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ପର୍ସନାଲ ଆସିଷ୍ଟାଣ୍ଟ ଆଶିଷ ଦାସଙ୍କ କୋଲାବିରା ଘରେ ଏହି ରେଡ୍ କରାଯାଇଛି। ୨ ଜଣିଆ ଆୟକର ଟିମ ପକ୍ଷରୁ!-->…
