Odia News Portal
Browsing Tag

swadhikar news

ଭୁଲ୍‌ ଇଞ୍ଜେକସନ ନେଲା ପୁଅର ଜୀବନ

ଏକ ସାମାନ୍ୟ ଅପରେସନ ପାଇଁ ନାବାଳକ ପୁଅକୁ ମେଡିକାଲରେ ଭର୍ତ୍ତି କରିଥିଲେ ପରିବାର ଲୋକେ। ପୁଅ ସୁସ୍ଥ ହେବା ପରେ ତାକୁ ଧରି ଘରକୁ ଫେରିଥାନ୍ତେ ସେମାନେ। ମାତ୍ର ତା’ ପୂର୍ବରୁ ଘଟିଗଲା ଅଘଟଣ। ଅପରେସନ ପୂର୍ବରୁ ଇଞ୍ଜେକସନ ଦିଆଯିବା ପରେ ପିଲାଟି ଆଖି ବୁଜିଦେଲା। ଭୁଲ ଇଞ୍ଜେସନରୁ ଆମେ ଆମ

ଭିଜିଲାନ୍ସ ଜାଲରେ ଖଣ୍ଡପଡ଼ା ତହସିଲଦାର

ଭିଜିଲାନ୍ସ ଜାଲରେ ଫସିଲେ ଖଣ୍ଡପଡ଼ା ତହସିଲଦାର ଧୋବେଇ ନାୟକ। ଗତକାଲି ବିଳମ୍ବିତ ରାତିରେ ତହସିଲଦାର ଧୋବେଇ ନାୟକଙ୍କ ବିଭିନ୍ନ ଘରେ ରେଡ୍‌ କରିଛି ଭିଜିଲାନ୍ସ ଟିମ। ତହସିଲଦାରଙ୍କ ଭାପୁର ଭଡ଼ାଘର ଏବଂ ଭୁବନେଶ୍ବର ନିଜସ୍ୱ ବାସଭବନରେ ଚଢ଼ଉ ହୋଇଥିବା ସୂଚନା ମିଳିଥିବା ବେଳେ ଏଥିରେ ନୟାଗଡ଼ ଓ

ଭୁବନେଶ୍ୱରରେ ବିଭତ୍ସ ହତ୍ୟା, ରକ୍ତ ସମ୍ପର୍କରେ ରକ୍ତର ଛିଟା

ରକ୍ତ ସମ୍ପର୍କରେ ରକ୍ତର ଛିଟା । ବାପାକୁ ହତ୍ୟା କଲା ପ୍ରଫେସର ପୁଅ । ଛୁରୀ ଭୁସି ଅତି ନିର୍ମମ ଭାବରେ ହତ୍ୟା କରିଛି । ଭୁବନେଶ୍ୱର ମଞ୍ଚେଶ୍ବର ଥାନା ରଙ୍ଗମାଟିଆର ଏକ ଆପାର୍ଟମେଣ୍ଟରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । କୌଣସି କାରଣରୁ ବାପପୁଅଙ୍କ ମଧ୍ୟରେ ଗଣ୍ଡଗୋଳ ପରେ ବାପାଙ୍କୁ ହତ୍ୟା

‘ମୋ ବସ୍’ରେ ଯାତ୍ରା କଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର

‘ମୋ ବସ୍’ରେ ଯାତ୍ରା କରିଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର। ସେ ମାଷ୍ଟର କ୍ୟାଣ୍ଟିନରୁ ଗାଡ଼କଣା ଯାଏ‘ମୋ ବସ୍’ରେ କରିଛନ୍ତି ଯାତ୍ରା। ତାଙ୍କ ସହ ସଚିବ ଅରୁଣ ବୋଥ୍ରା । ଏହି ଯାତ୍ରା ସମୟରେ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର ନିଜେ

ନବୀନଙ୍କ ବ୍ୟକ୍ତିଗତ ସଚିବ ହେଲେ ଆଦିତ୍ୟ ମହାପାତ୍ର

ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭାବେ ବରିଷ୍ଠ ଓଏଏସ୍ ଆଦିତ୍ୟ ମହାପାତ୍ରଙ୍କୁ ନିଯୁକ୍ତି ମିଳିଛି । ଆଜି ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି । ଶ୍ରୀ ମହାପାତ୍ର ପୂର୍ବରୁ

ବନ୍ଦ ଘରୁ ଇଞ୍ଜିନିୟରିଂ ଛାତ୍ରୀଙ୍କ ମୃତଦେହ ଉଦ୍ଧାର; କାହିଁକି ହାରିଲେ ଜୀବନ, କାରଣ ଅସ୍ପଷ୍ଟ

ବନ୍ଦ ଘରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର। ଭଦ୍ରକ କଲେଜ ସ୍ଥିତ ଏକ ଭଡା ଘରୁ ଉଦ୍ଧାର ହୋଇଛି। ମୃତକ ହେଲେ ବାଲେଶ୍ବର ଜିଲ୍ଲା ଗରସଙ୍ଗ ଅଞ୍ଚଳର ଇଶ୍ୱରୀ ଦାସ। କଟକର ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ସେ ପଢୁଥିଲେ। ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିଲା ପୋଲସ।  ମୃତଦେହ

ସୁସ୍ଥ ହେଲେ ଶ୍ରୀଜୀଉ, ଆଜି ରାଜପ୍ରାସାଦ ବିଜେ ନୀତି

ଗୁପ୍ତ ଉପଚାର ପରେ ଜ୍ୱରରେ ପୀଡିତ ଶ୍ରୀଜିଉ ସୁସ୍ଥ ହୋଇଛନ୍ତି। ଆଜି ଅନବସରର ଦ୍ୱାଦଶୀ । ପୁରୀରେ ଆଜି ରାଜପ୍ରାସାଦ ବିଜେ ନୀତି ଅନୁଷ୍ଠିତ ହେବ। ଗଜପତି ମହାରାଜାଙ୍କୁ ମହାପ୍ରଭୁଙ୍କ ସୁସ୍ଥତାର ଖବର ଦିଆଯିବ। ଦଇତା ସେବକ ଓ ପତି ସେବକମାନେ ଶ୍ରୀଜୀଉଙ୍କ ଶ୍ରୀଅଙ୍ଗରୁ ବାହାରିଥିବା

ପିଟି ଦେଲା ଅଜଣା ଗାଡ଼ି, ଚାଲିଗଲା ଦମ୍ପତିଙ୍କ ଜୀବନ

ସକାଳୁ ସକାଳୁ ଘଟିଲା ଅଘଟଣ। ସବୁ ଦିନ ପରି ନିଜ ବିଲକୁ ଯାଉଥିବା ଦମ୍ପତିଙ୍କୁ ପିଟିଦେଲା ଅଜଣା ଗାଡ଼ି । ଫଳରେ ଘଟଣାସ୍ଥଳରେ ଦମ୍ପତିଙ୍କ ସମେତ ତାଙ୍କର ଏକ ବଳଦର ବି ମୃତ୍ୟୁ ହୋଇଛି। ଏପରି ଏକ ମର୍ମନ୍ତୁଦ ଦୁର୍ଘଟଣା ଆଜି ସକାଳୁ ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ପତ୍ରାପାଲି(ଖ) ଛକ

ସତ୍‌ସଙ୍ଗରେ ଦଳାଚକଟା:ମୃତ୍ୟୁ ସଂଖ୍ୟା ୧୦୦ ଟପିଲା

ଉତ୍ତରପ୍ରଦେଶର ହାଥରସରେ ମଙ୍ଗଳବାର ଏକ ବଡ଼ ଦୁର୍ଘଟଣା ଘଟିଛି। ରତିଭାନପୁର ଗ୍ରାମରେ ଭୋଲେ ବାବାଙ୍କ ସତ୍‌ସଙ୍ଗର ଉଦ୍‌ଯାପନୀ ସମାରୋହରେ ଶ୍ରଦ୍ଧାଳୁଙ୍କ ମଧ୍ୟରେ ହଠାତ୍ ଦଳାଚକଟା ଆରମ୍ଭ ହୋଇଥିଲା। ଏହି ଦୁର୍ଘଟଣାରେ ୧୦୦ରୁ ଅଧିକ ଜଣଙ୍କର ମୃତ୍ୟୁ ହୋଇଥିବା ଏଟା ସିଏମଓ ଉମେଶ ତ୍ରିପାଠୀ

‘ଆମେ ତୁଷ୍ଟୀକରଣ ନୁହେଁ, ସନ୍ତୁଷ୍ଟୀକରଣ ମନ୍ତ୍ରରେ ଚାଲିଛୁ’

ଲୋକସଭା ଅଧିବେଶନରେ ଅଭିଭାଦନ ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଷ୍ଟ୍ରପତିଙ୍କ ଭାଷଣର ଧନ୍ୟବାଦ ସଭାକୁ ଅଭିଭାଦନ ଜଣାଇ ପ୍ରଧାନମନ୍ତ୍ରୀ ବିରୋଧୀଙ୍କୁ ଟାର୍ଗେଟ କରିବା ସହ ଆଗାମୀ ଭିଜନ ଉପରେ ଗୁରୁତ୍ୱାରୋପ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଭାଷଣ ସମୟରେ ବିରୋଧୀ ପ୍ରବଳ