ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ । ମୋହନ ମାଝୀଙ୍କ ସହ ଅଛନ୍ତି ଦୁଇ ଉପ-ମୁଖ୍ୟମନ୍ତ୍ରୀ
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ, ପ୍ରଭାତୀ ପରିଡ଼ା । ତେବେ ୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ । ଦାୟିତ୍ୱ ନେବା ପରେ ପ୍ରଥମଥର ମୁଖ୍ୟମନ୍ତ୍ରୀଙ୍କ ସହ!-->…
