ରତ୍ନଭଣ୍ଡାର ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସୁଦର୍ଶନ
ରତ୍ନ ଭଣ୍ଡାର ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ସୁଦର୍ଶନ ପଟ୍ଟନାୟକ । ରତ୍ନଭଣ୍ଡାର ଖୋଲି ତୁରନ୍ତ ମରାମତି ପାଇଁ ASIକୁ ନିର୍ଦ୍ଦେଶ ଦେବାକୁ ସେ ଚିଠିରେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ।
ସେ ଲେଖିଛନ୍ତି ଯେ,!-->!-->!-->…
