ବବିଙ୍କ ସରକାରୀ ଘରେ ଭଙ୍ଗାରୁଜା, ଅଣ୍ତରଗ୍ରାଉଣ୍ତରେ ଚାଲିଥିଲା କ’ଣ ?
ବିଜେଡି ନେତା ବବି ଦାସଙ୍କ ସରକାରୀ ଘରେ ଭଙ୍ଗାରୁଜା ଚାଲିଛି । ବବିଙ୍କ ସରକାରୀ ଘରେ ଭଙ୍ଗା ଚାଲିଛି ବୋଲି ଖବର ମିଳିଛି । ଘରର ଅଣ୍ଡର ଗ୍ରାଉଣ୍ଡରେ କିଛି ନିର୍ମାଣ ହୋଇଥିଲା, ଯାହାକୁ ବର୍ତ୍ତମାନ ଭଙ୍ଗା ଯାଇଛି । ଅଣ୍ତର୍ ଗ୍ରାଉଣ୍ତରେ ପାଖାପାଖି ୨ରୁ ୩ କୋଟି ଟଙ୍କା ଖର୍ଚ୍ଚ ହୋଇଥିବା!-->…
