ନିଟ ବିବାଦ: ଇସ୍ରୋ ଓ ଏମ୍ସର ପୂର୍ବତନ ମୁଖ୍ୟଙ୍କୁ ନେଇ ଗଠନ ହେଲା ୭ ଜଣିଆ କମିଟି
ନିଟ ପେପର ଲିକ ଘଟଣାକୁ ନେଇ ସୃଷ୍ଟି ହୋଇଥିବା ବିବାଦ ମଧ୍ୟରେ ଆଜି ଶିକ୍ଷା ମନ୍ତ୍ରଣାଳୟ ଗୋଟିଏ ଉଚ୍ଚସ୍ତରୀୟ ବିଶେଷଜ୍ଞ କମିଟି ଗଠନ କରିଛି। ସ୍ୱଚ୍ଛ, ନିରକ୍ଷେପ ଓ ସରଳ ଭାବେ ବିଭିନ୍ନ ଜାତୀୟ ସ୍ତରୀୟ ପରୀକ୍ଷା ପାଇଁ ମନ୍ତ୍ରଣାଳୟ ଏପରି ଏକ କମିଟି ଗଠନ କରିଛି। ଏହି କମିଟି ପରୀକ୍ଷା!-->…
