Odia News Portal
Browsing Tag

swadhikar news

ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼

ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼ କରାଯାଇଛି। କଂଗ୍ରେସ ଭବନରେ ପଶି କିଛି ଅସନ୍ତୁଷ୍ଟ ଗୋଷ୍ଠୀ କାଳିମାଡ଼ କରିଥିବା ଜଣାଯାଇଛି। ଆଜି ସକାଳେ ଶରତ ପଟ୍ଟନାୟକ କଂଗ୍ରେସ ଭବନରେ ନିଜ ଚ୍ୟାମ୍ବରରେ ବସିଥିବା ବେଳେ କିଛି ଅସନ୍ତୁଷ୍ଟ ଗୋଷ୍ଠୀର ଯୁବକମାନେ ତାଙ୍କ ଚ୍ୟାମ୍ବରକୁ

ଏଣିକି ମେସିନ୍‌ରେ ରାସନ କାର୍ଡ ପୁରାଇଲେ ବାହାରିବ ଚାଉଳ

ଭୁବନେଶ୍ୱରରେ ଖୋଲିବ ଚାଉଳ ଏଟିଏମ୍‌ । ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା । ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଖୋଲିବ ଏହି ଚାଉଳ ATM । ହିତାଧିକାରୀଙ୍କୁ କାର୍ଡ ଦିଆଯିବ, ସେମାନେ ଚାଉଳ ଉଠାଇବେ । ମେସିନ୍‌ରେ କାର୍ଡ ଗଳାଇଲେ ବାହାରିବ ଚାଉଳ । ଆଗାମୀ ସପ୍ତାହକ

ଘାଟିରେ ହାଇୱାକୁ ପିଟିଲା ବସ୍‌, ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ

ଘାଟିରେ ବ୍ରେକ୍‌ ଫେଲ୍‌ ହେବାରୁ ହାଇୱାକୁ ପିଟିଲା ବସ୍‌। ମୃତ୍ୟୁ ମୁଖରୁ ଅଳ୍ପକେ ବର୍ତ୍ତିଗଲେ ୪୦ରୁ ଅଧିକ ଯାତ୍ରୀ। ହେଲେ ଡ୍ରାଇଭରଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହୋଇଛି। ତାଙ୍କ ଗୋଡ଼ ଭାଙ୍ଗି ଯାଇଥିବା ଜଣାପଡ଼ିଛି। ଆଜି ଅପରାହ୍ନରେ ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଗଞ୍ଜାମର କାନକଟା

‘ଭୁବନେଶ୍ୱରରେ ଖୋଲିବ ଚାଉଳ ଏଟିଏମ୍‌, ଧାନ କୁଇଣ୍ଟାଲ ୩୧ଶହ ଟଙ୍କାରେ କିଣାଯିବ’

ରାଜଧାନୀ ଭୁବନେଶ୍ୱରରେ ଖୋଲିବ ଚାଉଳ ATM। ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଭୁବନେଶ୍ୱରରେ ଖୋଲିବ ଚାଉଳ ଏଟିଏମ୍‌। ହିତାଧିକାରୀଙ୍କୁ କାର୍ଡ ଦିଆଯିବ। ସେମାନେ ମେସିନ୍‌ରେ

ଖରା ଗରମ ଯୋଗୁଁ ଆଉ ଦିନକ ପାଇଁ ବଢ଼ିଲା ସକାଳୁଆ ସ୍କୁଲ

ଆଉ ଦିନକ ପାଇଁ ବଢ଼ିଲା ସକାଳୁଆ ସ୍କୁଲ । କାଲି ସକାଳ ୬ଟା ୩୦ରୁ ଦିନ ୧୦ଟା ୩୦ ପର୍ଯ୍ୟନ୍ତ ସ୍କୁଲ ଚାଲିବ । ଖରା, ଗୁଳୁଗୁଳିକୁ ଦେଖି ଆଉ ଦିନକ ପାଇଁ ସକାଳୁଆ ସ୍କୁଲ ବଢ଼ାଗଲା । ୨୨ ଠାରୁ ସମସ୍ତ ସ୍କୁଲ ସ୍ୱାଭାବିକ ଭାବେ ପରିଚାଳନା କରାଯିବ । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା

ଆଜି ଭାରତ-ଆଫଗାନିସ୍ତାନ ମଧ୍ୟରେ ସୁପର-୮ ମୁକାବିଲା: କାହାର ପଲ୍ଲା ରହିଛି ଭାରି?

ଆଜିଠୁ ଟି-୨୦ ବିଶ୍ୱକପରେ ସୁପର-୮ ମୁକାବିଲାରେ ଆଫଗାନିସ୍ତାନକୁ ଭେଟିବ ଭାରତ । ଆଜି ସନ୍ଧ୍ୟାରେ କେନସିଙ୍ଗଟନ୍ ଓଭାଲ ଗ୍ରାଉଣ୍ଡରେ ଏହି ମ୍ୟାଚ୍ ଖେଳାଯିବ । ତେବେ ସୁପର-୮ର ସୁପର ଫାଇଟରେ ଆଜି ଦୁଇଟି ମ୍ୟାଚ୍ ଖେଳାଯିବ । ତେବେ କ୍ରିକେଟପ୍ରେମୀଙ୍କ ସବୁ ନଜର କିନ୍ତୁ ରାତି ୮ଟାରେ

ରୋଷେଇ ଘରେ ଚଡ଼କ; ସେଞ୍ଚୁରୀ ମାରିଲା ଟମାଟୋ

ରୋଷେଇ ଘର ଉପରେ ପଡ଼ିଲାଣି ଚଡ଼କ । ହୁହୁ ହୋଇ ବଢ଼ିଲାଣି ପନିପରିବା ଦରଦାମ । ସାଧାରଣ ଲୋକଙ୍କ ମୁଣ୍ଡରେ ପଡ଼ିଲାଣି ଚଡ଼କ । ସେଞ୍ଚୁରୀ ମାରିଲ ଟମାଟୋ । ଆଉ ସବୁ ପରିବା ଦାମ ବି ଆକାଶ ଛୁଆଁ। ୮୦ ତଳକୁ ମିଳୁନି ପରିବା । ଲୋକେ ପରିବା ମାର୍କେଟ ଏ ମୁଣ୍ଡରୁ ସେ ମୁଣ୍ଡ ବୁଲୁଥିବା ବେଳେ ବ୍ୟାଗ

ସୁରମା ପାଢ଼ୀ ହେଲେ ନୂଆ ବାଚସ୍ପତି

ରଣପୁର ବିଧାୟିକା ତଥା ପୂର୍ବତନ ମନ୍ତ୍ରୀ ସୁରମା ପାଢ଼ୀ ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି। ଆଜି ବିଧିବଦ୍ଧ ଭାବେ ସେ ବାଚସ୍ପତି ଆସନ ଗ୍ରହଣ କରିଛନ୍ତି । ବାଚସ୍ପତି ହେବା ପରେ କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି ସୁରମା ପାଢ଼ୀ।

ଡିପଥେରିଆରେ ଆଖି ବୁଜିଲେ ନାବାଳକ, ମୃତ୍ୟୁ ସଂଖ୍ୟା ୬ ଛୁଇଁଲା

ଚିନ୍ତା ବଢ଼ାଉଛି ଡିପଥେରିଆ । ପୂର୍ବରୁ ଏଥିରେ ଆକ୍ରାନ୍ତ ହୋଇ ୫ ଜଣ ଆଖି ବୁଜି ସାରିଥିବା ବେଳେ ଏବେ ଆଉ ଜଣେ ନାବାଳକ ଆଖି ବୁଜିଛନ୍ତି। ମୃତକ କୋରାପୁଟ ବନ୍ଧୁଗାଁର ୧୦ ବର୍ଷର ନାବାଳକ ବୋଲି ଜଣାଯାଇଛି। ପୂର୍ବରୁ ସାରା ରାଜ୍ୟରେ ୫ ଜଣଙ୍କର ଡିପଥେରିଆରେ ମୃତ୍ୟୁ ହୋଇଥିବା ବେଳେ ଏବେ ଏହି

ସାର୍ବଜନୀନ ହେବ ରତ୍ନଭଣ୍ଡାର ଚାବି ହଜିବା ରିପୋର୍ଟ

ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାରକୁ ନେଇ ଆଉ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଜୁଲାଇ ୮ରେ ରତ୍ନଭଣ୍ଡାର ଖୋଲାଯିବାକୁ ଥିବା ବେଳେ ଏବେ ଚାବି ହଜିବା ଘଟଣାର ରିପୋର୍ଟ ସାର୍ବଜନୀନ ହେବ ବୋଲି ନିଷ୍ପତ୍ତି ହୋଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶରେ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗର ତଦନ୍ତ