ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା, ପ୍ରସନ୍ନ ଆଚାର୍ଯ୍ୟ ଉପନେତା
ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା ହେବେ। ଆଜି ବିଜେଡି ବିଧାୟକ ଦଳ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ବିଧାୟକ ଦଳ ବୈଠକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ହିଞ୍ଜିଳିରୁ ବିଧାୟକ ନବୀନ ପଟ୍ଟନାୟକ ବିଜେଡି ବିଧାୟକ ଦଳ ବୈଠକରେ ନେତା ନିର୍ବାଚିତ ହୋଇଛନ୍ତି। ବିଜେଡି ଉପସଭାପତି!-->…
