ପୋଲିସ- ମାଓବାଦୀ ମଧ୍ୟରେ ଗୁଳିବିନିମୟ, ଟଳିଲେ ୨ ମାଓବାଦୀ
ଛତିଶଗଡ଼ ଵିଜାପୁର ଜିଲ୍ଲାରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ । ପୋଲିସର ଏନକାଉଣ୍ଟରରେ ଦୁଇ ମାଓବାଦୀ ନିହତ । DRG, STF ଏବଂ CRPF କୋବ୍ରା ଜବାନ ଅପରେସନ ବେଳେ ଏହି ସଫଳତା ମିଳିଛି । ଘଟଣା ସ୍ଥଳରେ ମାଓ ସଂଗଠନ ର ଶିର୍ଷ ନେତା ପାପା ରାଓ ଥିବା ସୂଚନା । …
