‘ରୋଷେଇ କରି ଆଗ ଚାଖିବେ ରୋଷେୟା, ସ୍ୱାଦିଷ୍ଟ ନହୋଇଥିଲେ କାର୍ଯ୍ୟାନୁଷ୍ଠାନ’
ସ୍କୁଲ୍ ଖୋଲିବାର ପ୍ରଥମ ଦିନରୁ ପିଲାଙ୍କୁ ଦିଆଯିବ ମଧ୍ୟାହ୍ନ ଭୋଜନ। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ପାଇଁ ପଦକ୍ଷେପ ନେବାକୁ ସମସ୍ତ ଡିଇଓଙ୍କୁ ପିଏମ୍ ପୋଷଣ ରାଜ୍ୟ ନୋଡାଲ ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି, ପ୍ରଥମରୁ ୮ମ ଶ୍ରେଣୀରେ!-->…
