ଶପଥ ନେବା ପୂର୍ବରୁ ଲୋକଙ୍କ ଦୁଃଖ ଶୁଣିଲେ ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ଦେଲେ ଆଶ୍ୱାସନା
ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ମୋହନ ମାଝୀ। ତା ପୂର୍ବରୁ ସେ ରାଜଧାନୀରେ ଥିବା ଓଡ଼ିଶାର ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ସେ ଆଜି ସକାଳେ ଗୋପବନ୍ଧୁ ଛକ ସମେତ ରାଜଧାନୀର ବିଭିନ୍ନ ସ୍ଥାନରେ ଓଡ଼ିଶାର ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ!-->…
