Odia News Portal
Browsing Tag

swadhikar news

ବଢୁଛି ଅସ୍ୱାଭାବିକ ମୃତ୍ୟୁ ସଂଖ୍ୟା; ଦିନକରେ ସୁନ୍ଦରଗଡ଼ ଜିଲ୍ଲାରେ ଗଲାଣି ୧୬ ଜୀବନ

ରାଜ୍ୟରେ ବଢ଼ିବାରେ ଲାଗିଛି ଅସ୍ୱାଭାବିକ ମୃତ୍ୟୁ ସଂଖ୍ୟା। ସୁନ୍ଦରଗଡ଼ ଜିଲ୍ଲାରେ ଗତକାଲି ଗୋଟିଏ ଦିନରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ରାଉରକେଲା RGHରେ ଚିକିତ୍ସାଧୀନ ଅବସ୍ଥାରେ ୧୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲା ଡାକ୍ତରଖାନାରେ ୪ ଜଣଙ୍କର

ଶେଷ ପର୍ଯ୍ୟାୟ ନିର୍ବାଚନ: ଆଜି ସରୁଛି ପ୍ରଚାର

ଦେଶରେ ଶେଷ ପର୍ଯ୍ୟାୟ ନିର୍ବାଚନ ତଥା ଓଡ଼ିଶାର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ପ୍ରଚାର ସରୁଛି । ଜୁନ୍ ୧ ଶନିବାର ୮ଟି ରାଜ୍ୟରେ ୫୭ ଲୋକସଭା ଆସନରେ ହେବ ମତଦାନ । ଭୋଟରଙ୍କୁ ମନେଇବା ପାଇଁ ବିଭିନ୍ନ ଦଳର ନେତା ମାରାଥନ ପ୍ରଚାର କରୁଛନ୍ତି। ଓଡ଼ିଶାର ମୟୂରଭଞ୍ଜ, ଜଗତସିଂପୁର,

ଆଜି ଓଡିଶା ଆସିବେ ରାହୁଲ ଗାନ୍ଧି

ଦେଶର ସପ୍ତମ ତଥା ଓଡ଼ିଶାର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ଗୁରୁବାର ସନ୍ଧ୍ୟାରେ ପ୍ରଚାର ସରୁଛି। ପ୍ରଚାରର ଶେଷ ଦିନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓଡିଶା ଆସୁଛନ୍ତି । ଏଥିପାଇଁ ଉତ୍ସାହିତ ଅଛି କଂଗ୍ରେସ କ୍ୟାମ୍ପ । ସେ ଭଦ୍ରକ-ବାଲେଶ୍ବର ଲୋକସଭା ଆସନରେ ପ୍ରଚାର କରିବେ।

ଓଡ଼ିଶାର ରାଜନୀତିରେ ଏଥର ନୂଆ ଦେଖିବାକୁ ମିଳିବ: ପ୍ରଧାନମନ୍ତ୍ରୀ

ଓଡ଼ିଶାରେ ପ୍ରଚୁର ପରିମାଣରେ ପାଣି ଅଛି। କିନ୍ତୁ ଚାଷୀଙ୍କ ଜମିକୁ ଏହି ପାଣି ପହଞ୍ଚିପାରୁ ନାହିଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନିର୍ବାଚନ ପ୍ରଚାର ବେଳେ ବୁଧବାର ଦିନ ଏହା କହିଛନ୍ତି। କେନ୍ଦ୍ରାପଡ଼ାରେ ଭାରତୀୟ ଜନତା ପାର୍ଟି (ବିଜେପି) ଦ୍ବାରା ଆୟୋଜିତ ବିଜୟ ସଂକଳ୍ପ ସମାବେଶକୁ

ମୋଦିଙ୍କ ପ୍ରଶ୍ନ: ନବୀନ ବାବୁଙ୍କ ସ୍ୱାସ୍ଥ୍ୟ ଖରାପ ହେବା ପଛରେ ଷଡ଼ଯନ୍ତ୍ର ଅଛି କି?

‘ଗତ ବର୍ଷକ ଭିତରେ ନବୀନ ବାବୁଙ୍କ ସ୍ୱାସ୍ଥ୍ୟର ବହୁତ ଅବନତି ହେଲାଣି। ନବୀନ ବାବୁ ଏବେ ନିଜେ କିଛି କରିପାରୁନାହାନ୍ତି ବୋଲି ପାଖ ଲୋକ କହୁଛନ୍ତି। ନବୀନଙ୍କ ସ୍ୱାସ୍ଥ୍ୟ ଖରାପ ପଛରେ ଯଦି କିଛି ଷଡ଼ଯନ୍ତ୍ର ଅଛି ତାହା ଜାଣିବାର ଅଧିକାର ସାରା ଓଡ଼ିଶା ଲୋକଙ୍କ ଅଛି।’ ଆଜି ବାରିପଦାରେ

ନିର୍ବାଚନ ପରେ ବିଜେପି-ବିଜେଡି ପୁଣି ଏକାଠି ହୋଇଯିବେ: ଖଡ୍‌ଗେ

ବାଲେଶ୍ୱରରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜ୍ଜୁନ ଖଡଗେଙ୍କ ପ୍ରଚାର କରିଛନ୍ତି। ଏହାସହ ବାଲେଶ୍ୱର ମାଟିରୁ ବିଜେପିକୁ ଟାର୍ଗେଟ କରିଛନ୍ତି ଖଡଗେ। ସେ କହିଛନ୍ତି, ଲୋକ ପଚାରୁଛନ୍ତି ବିଜେପିକୁ ଆମେ ହରାଇପାରିବା ତ? ବିଜେପିକୁ ଯଦି ନ ହଟାଇବା ତେବେ ସମ୍ବିଧାନ ବିପଦରେ, ଲୋକକନ୍ତ୍ର ବି ବିପଦରେ

ଶେଷ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ପାଇଁ ଓଡ଼ିଶାରେ ପହଞ୍ଚିଲେ ମୋଦି

ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସନ୍ତାକାଲି ସରୁଛି ପ୍ରଚାର । ତା ପୂର୍ବରୁ ପ୍ରଚାର ଯୁଦ୍ଧକୁ ଚୂଡ଼ାନ୍ତ ରୂପ ଦେବାକୁ ପ୍ରସ୍ତୁତ ସବୁ ଦଳ। ବିଜେପି ପାଇଁ ଆଜି ପ୍ରଚାର ଲାଗି ଓଡ଼ିଶା ଆସିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବାରିପଦାଠାରେ ମୋଦି ପହଞ୍ଚି ସାରିଛନ୍ତି। ମୟୁରଭଞ୍ଜ, 

ଗର୍ଜିଲେ ଶାହ, କହିଲେ- ୪ ଜୁନ୍‌ରେ ନବୀନ ବାବୁ ହେବେ ପୂର୍ବତନ ମୁଖ୍ୟମନ୍ତ୍ରୀ

ଏ ନିର୍ବାଚନ ହେଉଛି ଓଡ଼ିଆ ଅସ୍ମିତା, ଭାଷା, କଳା ଓ ସ୍ୱାଭିମାନ ପାଇଁ ଲଢ଼େଇ। ଓଡ଼ିଶାବାସୀ ନବୀନ ପଟ୍ଟନାୟକଙ୍କୁ ସହ୍ୟ କରିଗଲେ। ମାତ୍ର ତାମିଲ ବାବୁଙ୍କୁ ଆଉ ବରଦାସ୍ତ କରିବେ ନାହିଁ। ତେଣୁ ୪ ଜୁନ୍‌ରେ ରେଜଲ୍ଟ ଆସିବା ପରେ ନବୀନ ବାବୁ ହୋଇଯିବେ ପୂର୍ବତନ ମୁଖ୍ୟମନ୍ତ୍ରୀ । ଭଦ୍ରକ ଜିଲ୍ଲା

ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପାଇଁ ମୁଖ୍ୟମନ୍ତ୍ରୀ ଦାୟୀ: ଅପରାଜିତା

ଚିଲିକା ବିଧାୟକ ତଥା ଚଳିତ ନିର୍ବାଚନରେ ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀ ପ୍ରସଙ୍ଗରେ ରାଜ୍ୟ ସରକାର ଓ ମୁଖ୍ୟମନ୍ତ୍ରୀଙ୍କ ଉପରେ ବର୍ଷିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। କହିଛନ୍ତି - କେଉଁ ସ୍ଥିତିରେ ବିଧାୟକ ପ୍ରଶାନ୍ତ

ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀ ପ୍ରସଙ୍ଗ, ପ୍ରେସମିଟ୍ କରି ବର୍ଷିଲେ ଅପରାଜିତା ଷଡଙ୍ଗୀ

ଚିଲିକା ବିଧାୟକ ତଥା ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀ ପ୍ରସଙ୍ଗରେ ପ୍ରେସମିଟ୍ କରି ବର୍ଷିଛନ୍ତି ଭୁବନେଶ୍ୱର ସାଂସଦ ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ସିଧା ସିଧା ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିବା ସହିତ କେଉଁ ପରିସ୍ଥିତିରେ ବିଧାୟକ ପ୍ରଶାନ୍ତ