Odia News Portal
Browsing Tag

swadhikar news

୨୯ରେ ବାଲେଶ୍ବର-ଭଦ୍ରକରେ ଖଡ୍‌ଗେଙ୍କ କାର୍ଯ୍ୟକ୍ରମ, ୩୦ରେ ରାହୁଲଙ୍କ ସିମୁଳିଆରେ ବୈଠକ

ଚଳିତମାସ ୨୯ ତାରିଖରେ ଅଖିଳ ଭାରତୀୟ ଜାତୀୟ କଂଗ୍ରେସର ସଭାପତି ମଲ୍ଲିକାର୍ଜୁନ ଖଡଗେ ଓଡ଼ିଶା ଗସ୍ତରେ ଆସିବେ। ସେଦିନ ସେ ସକାଳ ୧୧ ଟା ବେଳେ ବାଲେଶ୍ଵରରେ ବୈଠକ କରିବେ। ସେହିପରି ଅପରାହ୍ନ ୩ ରେ ଭଦ୍ରକରେ ଅନ୍ୟ ଏକ କାର୍ଯ୍ୟକ୍ରମ ସାରି ଦିଲ୍ଲୀ ଫେରିଯିବେ। ସେହିଭଳି ରାହୁଲ ଗାନ୍ଧୀ ୩୦

ଶିଶୁ ଚିକିତ୍ସା କେନ୍ଦ୍ରରେ ଭୟାବହ ଅଗ୍ନିକାଣ୍ଡ, ୭ନବଜାତ ଜୀବନ୍ତ ଦଗ୍ଧ

ବିଳମ୍ବିତ ରାତିରେ ଦିଲ୍ଲୀର ଏକ ଶିଶୁ ଡାକ୍ତରଖାନାରେ ବଡ଼ ଧରଣର ଅଗ୍ନିକାଣ୍ଡ । ଏଥିରେ ୭ ନବଜାତ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ନିଆଁ ଲାଗିବା ଯୋଗୁଁ ୭ନବଜାତ ଶିଶୁଙ୍କର ମୃତ୍ୟୁ ଘଟିଛି। ଅଗ୍ନିଶମ ବିଭାଗର ସୂଚନାନୁସାରେ, ଏହି ଦୁଃଖଦ ଦୁର୍ଘଟଣାରେ ୧୨ ଜଣ ଶିଶୁଙ୍କୁ ଉଦ୍ଧାର କରାଯାଇଥିଲା।

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ

ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ଫଳ। ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆଜି ପରମ୍ପରା ଭାଙ୍ଗି ସାମ୍ବାଦିକ ସମ୍ମିଳନୀ ବଦଳରେ ପ୍ରେସ୍ ରିଲିଜ୍ ମାଧ୍ୟମରେ ରେଜଲ୍ଟ ଘୋଷଣା କରାଯାଇଛି।ଚଳିତ ବର୍ଷର ପାସ୍‌ ହାର ୯୬.୦୭ % ରହିଛି। ଝିଅମାନେ ଆଗରେ ଏଥର ମୋଟ ୫

ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ସକାଳେ ଡିପ୍ରେସନ୍‌ରେ ପରିଣତ ହୋଇଛି। ଏହାର ଗତି ଉତ୍ତର-ପୂର୍ବ ଦିଗକୁ ରହିଛି। ଏହା ଅଧିକ ତୀବ୍ର ହୋଇ ୨୫ ତାରିଖ ସକାଳ ସୁଦ୍ଧା ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ୨୫ ତାରିଖ ରାତି ସୁଦ୍ଧା ବାତ୍ୟା ଭୀଷଣ ରୂପ ନେଇ ଉତ୍ତର ଦିଗକୁ ଗତି

ଅରବିନ୍ଦ ପାଢୀଙ୍କୁ ଅତିରିକ୍ତ ଦାୟିତ୍ୱ 

ଛୋଟ ଧରଣର ଅଦଳବଦଳ ହୋଇଛି । ବରିଷ୍ଠ ଆଇଏସ ଅଧିକାରୀ ଅରବିନ୍ଦ ପାଢୀଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱ ମିଳିଛି । ୨୧ ଦିନିଆ ଛୁଟିରେ ଅଛନ୍ତି ବୀର ବିକ୍ରମ ଯାଦବ । ଅରବିନ୍ଦ ପାଢୀ ୨୦୧୧୪ରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱରେ ରହିଥିଲେ । ଆଇଏସ ଅଧିକାରୀଙ୍କ ଅନୁପସ୍ଥିତିରେ

ଆସନ୍ତାକାଲି ଓଡ଼ିଶା ଆସିବେ ସ୍ମୃତି ଇରାନୀ

ରାଜ୍ୟରେ ବିଜେପି ପ୍ରାର୍ଥୀଙ୍କ ପ୍ରଚାର ପାଇଁ ଘନ ଘନ ଓଡ଼ିଶା ଆସୁଛନ୍ତି ଜଣଙ୍କ ପରେ ଜଣେ କେନ୍ଦ୍ରୀୟ ନେତା। ହେଭିୱେଟଙ୍କ ପ୍ରଚାରରେ ଜମୁଛି ନିର୍ବାଚନୀ ମାହୋଲ୍। ଏହି କ୍ରମରେ ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ। ରାଜ୍ୟର ୩ଟି ସ୍ଥାନରେ ନିର୍ବାଚନୀ

କାଲି ଭୋଟ, ରିଗିଂ ଆଶଙ୍କାରେ CAPF ପାଇଁ ଚିଠି ଲେଖିଲେ ଅପରାଜିତା ଷଡ଼ଙ୍ଗୀ

ଆସନ୍ତା କାଲି ହାଇ ପ୍ରୋଫାଇଲ ଭୁବନେଶ୍ୱରରେ ସଂସଦୀୟ କ୍ଷେତ୍ରରେ ହେବ ମତଦାନ । ମାତ୍ର ଏଥର ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀର କିଛି ବୁଥରେ ରିଗିଂ ଆଶଙ୍କା କରିଛନ୍ତି ବିଜେପି ସାଂସଦ ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ। ଏହା ପଛରେ ୨ ଅବସରପ୍ରାପ୍ତ ପୁଲିସ ଅଫିସରଙ୍କ ଭୂମିକାକୁ ସନ୍ଦେହ କରି

ବୈଜୟନ୍ତଙ୍କ ଭଳି ନେତା ପାଇ କେନ୍ଦ୍ରାପଡ଼ାବାସୀ ସୌଭାଗ୍ୟବାନ : ଯୋଗୀ ଆଦିତ୍ୟନାଥ

କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର ମାହାଙ୍ଗା କୁଳିଆରେ ଯୋଗୀଙ୍କ ବକ୍ତବ୍ୟ । ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡାଙ୍କୁ ଭୁରି ପ୍ରଶଂସା କଲେ ଯୋଗୀ । ବୈଜୟନ୍ତଙ୍କ ଭଳି ନେତା ପାଇ କେନ୍ଦ୍ରାପଡ଼ାବାସୀ ସୌଭାଗ୍ୟବାନ ବୋଲି କହିଲେ । ବୈଜୟନ୍ତ ଉତ୍ତର ପ୍ରଦେଶରେ ବଡ଼ ଦାୟିତ୍ୱ ନେଇଥିଲେ ।

ପଦ୍ମ ଧରିଲେ ଖୋର୍ଦ୍ଧା ବିଧାୟକ, ବିଜେପି ରାଲି ଚାଲିଥିବା ବେଳେ ମିଶିଗଲେ ଜିତୁ ମିତ୍ର

ଖୋର୍ଦ୍ଧା ରାଜନୀତିରେ ରୋଚକ ଚିତ୍ର । ବିଜେପି ରାଲି ବେଳେ ମିଶିଗଲେ ଖୋର୍ଦ୍ଧାର ବିଜେଡି ବିଧାୟକ ଜିତୁ ମିତ୍ର । ଆଜି ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ରାଲି ଚାଲିଥିବା ବେଳେ ହଠାତ୍ ବର୍ତ୍ତମାନର ଖୋର୍ଦ୍ଧା ବିଧାୟକ ଜିତୁ ମିତ୍ର ବିଜେପି ସହ ମିଶି ପ୍ରଚାର

‘ଜମି ଓ ଖଣି ଲୁଟ୍‌ ପରେ ମାଫିଆଙ୍କ ଆଖି ପ୍ରଭୁ ଜଗନ୍ନାଥଙ୍କ ସମ୍ପତ୍ତି ଉପରେ ପଡ଼ିଛି’:ଯୋଗୀ

ମହାପ୍ରଭୁ ଜଗନ୍ନାଥଙ୍କ ରତ୍ନଭଣ୍ଡାର ଚାବି ହଜାଇ ଦେଲେଣି। ଜମି ଓ ଖଣି ଲୁଟ ପରେ ମାଫିଆମାନେ ପ୍ରଭୁ ଜଗନ୍ନାଥଙ୍କ ସମ୍ପତି ଉପରେ ଆଖି ପକାଇଲେଣି। ପ୍ରଭୁ ଜଗନ୍ନାଥ ଓଡ଼ିଶାରେ ଲ୍ୟାଣ୍ଡ, ସ୍ୟାଣ୍ଡ, ମାଇନିଂ ଓ ଗୋ ମାଫିଆଙ୍କୁ ସାବାଡ଼ ପାଇଁ ଶକ୍ତି ଦିଅନ୍ତୁ। ଚିଲିକାର ବାଣପୁର