Odia News Portal
Browsing Tag

swadhikar news

ପଦମପୁରରେ ପାଣ୍ଡିଆନଙ୍କ ନିର୍ବାଚନ ପ୍ରଚାର : ବିଜେପି ଉପରେ ପ୍ରବଳ ବର୍ଷିଲେ, କେନ୍ଦ୍ରମନ୍ତ୍ରୀଙ୍କୁ କଡ଼ା ସମାଲୋଚନା

ବରଗଡ଼ ଜିଲ୍ଲା ପଦମପୁରରେ ଆଜି ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ନିର୍ବାଚନ ପ୍ରଚାର କରିଛନ୍ତି। ବିଜେପି ଉପରେ ବର୍ଷିଛନ୍ତି ପାଣ୍ଡିଆନ । ବିଶେଷ କରି ନାଁ ନନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସେ ସମାଲୋଚନା କରିଛନ୍ତି । ପଦମପୁରବାସୀ ବିକାଶ ବିରୋଧୀଙ୍କୁ ମୁହଁତୋଡ

ପୂର୍ବରୁ ଅନେକ ଥର ଓଡ଼ିଶା ଆସିଥିଲି, ଏଥର ସ୍ଥିତି ଅଲଗା ଦେଖାଯାଉଛି: ରାଜନାଥ ସିଂହ

ପୂର୍ବରୁ ଅନେକ ଥର ଓଡ଼ିଶା ଆସିଥିଲି। ଏଥର ମଧ୍ୟ ଓଡ଼ିଶା ଆସିଛି। କିନ୍ତୁ ଏଥର ସ୍ଥିତି ଅଲଗା ଦେଖାଯାଉଛି। ଭାରତୀୟ ଜନତା ପାର୍ଟି ଓଡ଼ିଶାର କେତୋଟି ଲୋକସଭା ଆସନରେ ବିଜୟ ହାସଲ କରିବ ବୋଲି ପଚରାଗଲେ, କିଛି ଲୋକେ କହୁଥିଲେ ୨। ସେହିଭଳି ଅନ୍ୟମାନେ କହୁଥିଲେ ୭ ଅଥବା ୮। ଏଥର କିନ୍ତୁ

‘ଯାହା ଆମେ କହୁ ତାହା କରୁ, ଏହା ଆମ ଚରିତ୍ର’

ନିର୍ବାଚନ ପ୍ରଚାର ନିମନ୍ତେ ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭବାନୀପାଟଣାରେ ପହଞ୍ଚିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଏହି ଅବସରରେ ସେ ସ୍ଥାନୀୟ ଲାଲ୍ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ବିଶାଳ ସାଧାରଣ ସଭାକୁ ଉଦବୋଧନ ଦେଇଛନ୍ତି । ନିଜ ନିର୍ବାଚନୀ ଭାଷଣରେ ରାଜନାଥ ସିଂହ

ବିଜେପି ନେତାଙ୍କ ଉପରେ ବର୍ଷିଛନ୍ତି ବିଜେଡି ନେତା ଭିକେ ପାଣ୍ଡିଆନ୍

ସାମ୍ବାଦିକ ସମ୍ମଳନୀ କରି ବିଜେପି ନେତାଙ୍କ ଉପରେ ବର୍ଷିଛନ୍ତି ବିଜେଡି ନେତା ଭିକେ ପାଣ୍ଡିଆନ୍। ଏହି କ୍ରମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପ୍ରଶ୍ନ ବାଣରେ ଘାଇଲା କରିବା ସହ ତାଙ୍କ ଦୋଷକୁ ଦେଖାଇଛନ୍ତି । କହିଛନ୍ତି, ୧୦ ବର୍ଷ ଧମେନ୍ଦ୍ର କେନ୍ଦ୍ରରେ ମନ୍ତ୍ରୀ ରହିଲେ ହେଲେ

ଓଡ଼ିଶାରେ ବିଜେପି ସରକାର ଆସିଲେ, ଧନୀ ଗରିବ ସମସ୍ତଙ୍କୁ ମିଳିବ ଆୟୁଷ୍ମାନ୍ ସ୍ବାସ୍ଥ୍ୟ କାର୍ଡ

ଓଡ଼ିଶାରେ ବିଜେପି ସରକାର ଆସିଲେ, ଧନୀ ଗରିବ ସମସ୍ତଙ୍କୁ ମିଳିବ ଆୟୁଷ୍ମାନ୍ ସ୍ବାସ୍ଥ୍ୟ କାର୍ଡ। ଆଜି ଭବାନୀପାଟଣାରେ ଆୟୋଜିତ ସାଧାରଣ ସଭାରେ ଉଦବୋଧନ ଦେଇ ଏହା କହିଛନ୍ତି, କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ସେ କହିଛିନ୍ତି, ଆମେ ଯାହା କହୁ, ତାହା କରୁ। ଏହା ଆମ ଚରିତ୍ର।

୭୦ରୁ ଅଧିକ ଏୟାର ଇଣ୍ଡିଆ ଏକ୍ସପ୍ରେସ ବିମାନ ବାତିଲ୍‌

ବିମାନବନ୍ଦର ବରିଷ୍ଠ କ୍ରୁ ସଦସ୍ୟମାନେ "ଗଣ ଅସୁସ୍ଥତା ଛୁଟି"ରେ ଯିବା ପରେ ୭୦ରୁ ଅଧିକ ଆନ୍ତର୍ଜାତୀୟ ତଥା ଘରୋଇ ଏୟାର ଇଣ୍ଡିଆ ଏକ୍ସପ୍ରେସ ବିମାନକୁ ବାତିଲ କରିଦିଆଯାଇଛି। ଏନେଇ ବିମାନ ଚଳାଚଳ ସୂତ୍ରରୁ ପ୍ରକାଶ ପାଇଛି। ଏହି ବିମାନ ମଙ୍ଗଳବାର ରାତିରୁ ବୁଧବାର ସକାଳ ପର୍ୟ୍ୟନ୍ତ

ବିଜେପିରୁ ଇସ୍ତାହାରକୁ ‘ମିଛ ମାନିଫେଷ୍ଟୋ’ କହି ବର୍ଷିଲା ବିଜେଡି

ବିଜେଡିର ସଙ୍କଳ୍ପପତ୍ର ଘୋଷଣା ପରେ ଏହାକୁ କାଉଣ୍ଟର ଆଟାକ୍ କରିଛି ବିଜେଡି । ରାଜ୍ୟ ବିଜେପିର ସଙ୍କଳ୍ପପତ୍ରକୁ ‘ମିଛ ମାନିଫେଷ୍ଟୋ’ ବୋଲି କହିବା ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ନେତା । ‘ନା କାମ କରିବି, ନା କାମ କରେଇ ଦେବି’ ବୋଲି କହି

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ

ମହିଳାଙ୍କୁ ସାମାଜିକ ଓ ଆର୍ôଥକ କ୍ଷେତ୍ରରେ ସଶକ୍ତ କରିବା ପାଇଁ ସ୍ୱୟଂ ସହାୟକ ଗୋଷ୍ଠୀର ସୃଷ୍ଟି କରାଯାଇଥିଲା । କିନ୍ତୁ ବିଜେଡି ଓଲଟା ନିଜର ଭୋଟ ବ୍ୟାଙ୍କକୁ ସଶକ୍ତ କରିବା ପାଇଁ ଏସ୍‌ଏଚଜିର ମା’, ଭଉଣୀମାନଙ୍କୁ ପ୍ରଲୋଭିତ କରିଆସୁଛି । ଏହି ପ୍ରଲୋଭନର ଶିକାର ହୋଇ କିଛି ମୁଷ୍ଟିମେୟ

ଓଡ଼ିଶାରେ ବିଜେଡି କୁ ଘେରାବନ୍ଦୀ କରି ରଖିବେ ବିଜେପି ନେତା

ଚଳିତ ନିର୍ବାଚନରେ ବିଜେଡି କୁ ଘେରାବନ୍ଦୀ କରି ରଖିବାକୁ ବିଜେପି କେନ୍ଦ୍ରୀୟ ମନ୍ତ୍ରୀ ମାନେ ନିଷ୍ପତ୍ତି ନେଇଛନ୍ତି l ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ରାଷ୍ଟ୍ରୀୟ ଅଧକ୍ଷ ଜଗତ ପ୍ରକାଶ ନଡ୍ଡା, ଅମିତ ଶାହା, ରାଜନାଥ ସିଂ, ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଓଡିଶା ଆସି ବିଭିନ୍ନ

ଓଡ଼ିଶାରେ ପ୍ରଚାର କରିବେ ହେମା ମାଳିନୀ

ସେହିପରି ୯ ତାରିଖରେ ଓଡ଼ିଶା ଆସିବେ ବିଜେପିର ଆଉ ୨ ବରିଷ୍ଠ ନେତା- କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ପୁରୀ ଓ କୃଷ୍ଣପ୍ରସାଦ ସମାବେଶରେ ଯୋଗଦେବେ ଗଡ଼କରୀ। ସେହିପରି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ମାଲକାନଗିରି,