Odia News Portal
Browsing Tag

swadhikar news

ଉଦ୍ଧବ ଦଳର ନେତାଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ଶିବସେନା (ଉଦ୍ଧବ ଦଳ) ନେତା ସୁଷମା ଅନ୍ଧାରେଙ୍କ ପାଇଁ ଆସିଥିବା ହେଲିକପ୍ଟରଟି ମହାରାଷ୍ଟ୍ରର ମହାଡ ଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୁଷମା ଅନ୍ଧାରେ ହେଲିକପ୍ଟରରେ ବସିବା ପୂର୍ବରୁ ହେଲିକପ୍ଟରଟି ଖସିପଡିଥିଲା। ପାଇଲଟମାନେ ସୁରକ୍ଷିତ ଥିବା କୁହାଯାଉଛି। ହେଲିକପ୍ଟର ଦୁର୍ଘଟଣାର କାରଣ

ମେ’ ତୃତୀୟ ସପ୍ତାହରେ ଯୁକ୍ତ ଦୁଇ ପରୀକ୍ଷା ଫଳ

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ମେ ତୃତୀୟ ସପ୍ତାହରେ ପ୍ରକାଶ ପାଇବ । ଏପ୍ରିଲ୍ ୨୨ରେ ଖାତା ଦେଖା ଶେଷ ହୋଇଥିବା ବେଳେ ପରିଷଦ ପକ୍ଷରୁ ମୂଲ୍ୟାୟନ ମାର୍କକୁ ୱେବ୍ସାଇଟ୍ରେ ପ୍ରକାଶ ପ୍ରକ୍ରିୟା ପାଇଁ ଏକ ଆଇଟି ଫାର୍ମକୁ ଦାୟିତ୍ୱ

ଆମେଥି, ରାଏବରେଲି ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ରାଏବରେଲିରୁ ଲଢ଼ିବେ ରାହୁଲ ଗାନ୍ଧି

ଉତ୍ତରପ୍ରଦେଶର ସବୁଠାରୁ ଚର୍ଚ୍ଚିତ ଆସନ ଆମେଥି, ରାଏବରେଲିକୁ ନେଇ ହଟିଲା ସସ୍ପେନ୍ସ। ନାମାଙ୍କନରେ ଶେଷ ଦିନରେ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ। ଏଥିର ଆମେଥି ନୁହେଁ ରାଏବରେଲିରୁ ଲଢ଼ିବେ ରାହୁଲ ଗାନ୍ଧି। ସେହିପରି ଆମେଥି ଆସନରେ କିଶୋରୀ ଲାଲ ଶର୍ମାଙ୍କୁ ପ୍ରାର୍ଥୀ କରିଛି ଦଳ । ସେହିପରି

କୋରେଇ, ଖଣ୍ଡପଡ଼ା ଓ ନୀଳଗିରି ପାଇଁ ପ୍ରାର୍ଥୀ ଘୋଷଣା କଲା BJD

ପ୍ରାର୍ଥୀ ଘୋଷଣା କଲା ବିଜେଡି । କୋରେଇ, ଖଣ୍ଡପଡ଼ା ଓ ନୀଳଗିରି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଦଳ । କୋରେଇରୁ ସଂଧ୍ୟାରାଣୀ ଦାସ, ଖଣ୍ଡପଡ଼ାରୁ ସାବିତ୍ରୀ ପ୍ରଧାନ, ନୀଳଗିରିରୁ ପ୍ରାର୍ଥୀ ହେଲେ ସୁକାନ୍ତ କୁମାର ନାୟକ । ସେପଟେ ଦେବଗଡ଼ ବିଧାନସଭା ପ୍ରାର୍ଥୀ ବଦଳାଇଲା

ଦିଲ୍ଲୀ ମହିଳା କମିଶନକୁ ଝଟ୍‌କା, ବିଦା ହେଲେ ୨୨୩ କର୍ମଚାରୀ

ଦିଲ୍ଲୀ ମହିଳା କମିଶନ କର୍ମଚାରୀଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ଉପରାଜ୍ୟପାଳ । ଏଲଜି ବିନୟ ସକ୍ସେନା ଦିଲ୍ଲୀ ମହିଳା ଆୟୋଗରୁ ୨୨୩ କର୍ମଚାରୀଙ୍କୁ ବିଦା କରିଛନ୍ତି । ଏଲଜିଙ୍କ ନିର୍ଦ୍ଦେଶ କ୍ରମେ ଦିଲ୍ଲୀ ମହିଳା କମିଶନ ନିଜର ୨୨୩ ଜଣ କର୍ମଚାରୀଙ୍କୁ ଚାକିରିରୁ ବାହାର

ଅବଦୁଲ କଲାମ ଦ୍ବୀପରୁ ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିସାଇଲର ସଫଳ ପରୀକ୍ଷଣ

ଧାମରା ସ୍ଥିତ ଅବଦୁଲ କଲାମ ଦ୍ବୀପରୁ ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିସାଇଲର ସଫଳ ପରୀକ୍ଷଣ ହୋଇଛି। ଆଜି ସକାଳ ୮ଟା ୩୫ ମିନିଟରେ ଏହାର ପରୀକ୍ଷଣ ହୋଇଥିବା ଜଣାଯାଇଛି। ଡିଆରଡିଓ ପ୍ରସ୍ତୁତ ଏହି ମିସାଇଲର ୬୩୪ କିଲୋମିଟର ପର୍ଯ୍ୟନ୍ତ ଲକ୍ଷଭେଦ କ୍ଷମତା ରହିଛି। ଶତ୍ରୁପକ୍ଷର ସମସ୍ତ ଟାର୍ଗେଟକୁ

ଆହୁରି ତିନି ଦିନ ଯାଏ ରାଜ୍ୟରେ ଜାରି ରହିବ ଗ୍ରୀଷ୍ମପ୍ରବାହ

ତାତିରୁ ନାହିଁ ନିସ୍ତାର, ଆହୁରି ଦୁଇରୁ ତିନି ଦିନ ଯାଏ ରହିବ ହିଟ୍ ଓ୍ଵେଭର ପ୍ରଭାବ। ଏନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦେଶିକା ମନୋରମା ମହାନ୍ତି। ସେ କହିଛନ୍ତି, ଆଜି ବି ରାଜଧାନୀ ଭୁବନେଶ୍ଵରର ତାପମାତ୍ରା ୪୫ ଡିଗ୍ରି ଟପିବା ଆଶଙ୍କା ରହିଛି। ପ୍ରଚଣ୍ଡ ଗ୍ରୀଷ୍ମ

ଷଷ୍ଠ ଥର ପାଇଁ ହିଞ୍ଜିଳି ଆସନରୁ ନାମାଙ୍କନ ଭରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଷଷ୍ଠ ଥର ପାଇଁ ହିଞ୍ଜିଳି ଆସନରୁ ନାମାଙ୍କନ ଭରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅତିରିକ୍ତ ଉପଜିଲ୍ଲାପାଳ ତଥା ରିଟନିଂ ଅଫିସର ପାର୍ଥ ସାରଥୀ ହଂସଦାଙ୍କ ନିକଟରେ ନାମାଙ୍କନ ପତ୍ର ଭରିଥିଲେ । ଉପସ୍ଥିତ ଅଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍ । ଭି.କେ.ପାଣ୍ଡିଆନଙ୍କ ସମେତ

ନାମାଙ୍କନ ପତ୍ର ଦାଖଲ କଲେ ପ୍ରଣବ ପ୍ରକାଶ

ବିରାଟ ଶୋଭାଯାତ୍ରାରେ ସମ୍ବଲପୁର ସହର ପରିକ୍ରମା ପରେ ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ପ୍ରଣବ ପ୍ରକାଶ ଦାସ। ପ୍ରଥମ ପର୍ଯ୍ୟାୟ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହେବା ପରେ ସମ୍ବଲପୁର ସଂସଦୀୟ କ୍ଷେତ୍ର ପାଇଁ ସାଂସଦ ପ୍ରାର୍ଥୀ ଭାବେ ପ୍ରାର୍ଥୀ ପତ୍ର ଦାଖଲ

ଏନ୍‌କାଉଣ୍ଟରରେ ଟଳିଲେ ୪ ମାଓବାଦୀ; ସର୍ଚ୍ଚ ଅପରେସନ ଜାରି

ଏନ୍‌କାଉଣ୍ଟରରେ ଟଳିଲେ ୪ ମାଓବାଦୀ। ଛତିଶଗଡ଼ ନାରାୟଣପୁର ଆବୁଜମାଡ଼ ଜଙ୍ଗଲରେ ଏନ୍‌କାଉଣ୍ଟର। DRG, STFର ମିଳିତ କମ୍ବିଂ ବେଳେ ମାଓବାଦୀଙ୍କ ସହ ମୁହାଁମୁହିଁ । ୪ ମାଓବାଦୀ ନିପାତ ହୋଇଛନ୍ତି , ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜାରି ରହିଛି । ସୂଚନା ଯୋଗ୍ୟ, ଏନକାଉଣ୍ଟରେ ମଙ୍ଗଳବାର ୪