ବାପାକୁ ଠେଙ୍ଗାରେ ପିଟିପିଟି ହତ୍ୟାକଲା ପୁଅ
ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା । ଟଙ୍କା ପାଇଁ ବାପାକୁ ଠେଙ୍ଗାରେ ପିଟି ପିଟି ମାରିଦେଇଛି ପୁଅ। ତଳଗଡ଼ ଗାଁରୁ ସାମ୍ନାକୁ ଆସିଛି ନୃଶଂସ ପୁଅର ଏଭଳି ବର୍ବରକାଣ୍ଡ। ମୃତକ ହେଲେ ବିପ୍ରବର ଭୋଇ। ହତ୍ୟାକାଣ୍ଡ ପରେ ଫେରାର ହୋଇଯାଇଛି ଅଭିଯୁକ୍ତ ବଳରାମ।!-->…
