ନିଶା ମହାରଣାଙ୍କ ଅଶ୍ଳୀଳ ନୃତ୍ୟ ନେଇ ଛତିଶଗଡ଼ରେ ହଙ୍ଗାମା: ତଦନ୍ତ ନିର୍ଦ୍ଦେଶ ଦେଲେ ଗରିଆବନ୍ଧ ଜିଲ୍ଲାପାଳ
ଛତିଶଗଡ଼ ଗରିଆବନ୍ଧ ଜିଲ୍ଲା ଉରମାଲଠାରେ ଚାଲିଥିବା ଓଡ଼ିଆ ଅପେରାରେ ନିଶା ମହାରଣାଙ୍କ ଅଶ୍ଳୀଳ ନୃତ୍ୟକୁ ନେଇ ଜୋରଦାର ହଙ୍ଗାମା ହୋଇଛି। ଏହି ଅଶ୍ଳୀଳ ନୃତ୍ୟ ସୋସିଆଲ୍ ମିଡିଆରେ ଭାଇରାଲ୍ ହେବା ପରେ ଗରିଆବନ୍ଧ ଜିଲ୍ଲାପାଳ ତଦନ୍ତ ନିର୍ଦ୍ଦେଶ ଦେବା ସହିତ ମୈନପୁର…
