ଜଳୁଛି ଓଡ଼ିଶା: ଅଂଶୁଘାତରେ ଜଣେ ମୃତ, ୭୧ ଆକ୍ରାନ୍ତ
ରାଜ୍ୟରେ ଅଂଶୁଘାତରେ ଏଯାବତ ଜଣକ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବାଲେଶ୍ୱରରୁ ଜଣକ ମୃତ୍ୟୁ ହୋଇଥିବା କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । ଏଯାବତ ସାରା ରାଜ୍ୟରେ ଅଂଶୁଘାତ ଓ ହିଟ୍ ରିଲେଟେଡ୍ ଇଲନେସରେ ମୋଟ ୭୧ ଜଣ ଆକ୍ରାନ୍ତ ହୋଇଛନ୍ତି । ୭୧ ଜଣଙ୍କ ମଧ୍ୟରୁ!-->…
