କାଳିଆ ସ୍କିମ୍ ର ଅବଧି ଆଉ ୩ବର୍ଷ କୁ ବୃଦ୍ଧି
ରାଜ୍ୟ ସରକାର ‘କାଳିଆ’ ଯୋଜନାର ଅବଧିକୁ ଆଉ ୩ବର୍ଷ ଅର୍ଥାତ୍ ୨୦୨୪-୨୫ରୁ ୨୦୨୬-୨୭ ମସିହା ପର୍ୟ୍ୟନ୍ତ ବୃଦ୍ଧି କରିଛନ୍ତି ଓ ଏବାବଦରେ ୬୦୨୯.୭୦କୋଟି ଟଙ୍କା ଖର୍ଚ୍ଚ ନିମନ୍ତେ ବ୍ୟୟବରାଦ ହୋଇଛି । କେବଳ ସେତିକି ନୁହେଁ କାଳିଆ ଯୋଜନାର ହିତାଧିକାରୀ ଥିବା ଭୂମିହୀନ ଚାଷୀ ପରିବାରକୁ ଆଉ ୨ହଜାର!-->…
