UPSC ପରୀକ୍ଷା ଫଳ ପ୍ରକାଶ: ଓଡ଼ିଆ ପୁଅ ଅନିମେଶ ପ୍ରଧାନ ଦ୍ୱିତୀୟ
UPSC ପ୍ରଶାସନିକ ସେବା ୨୦୨୩ ପରୀକ୍ଷା ଫଳ ପ୍ରକାଶ ପାଇଛି। ଆଦିତ୍ୟ ଶ୍ରୀବାସ୍ତବ ଟପ୍ପର ହୋଇଥିବା ବେଳେ ଦ୍ୱିତୀୟ ସ୍ଥାନରେ ଅଛନ୍ତି ଓଡିଆ ପୁଅ ଅନିମେଶ ପ୍ରଧାନ ଏବଂ ତୃତୀୟ ସ୍ଥାନରେ ଡୋନୁରୁ ଅନନ୍ୟା ରେଡ୍ଡୀ ଅଛନ୍ତି।
UPSC ପ୍ରତିବର୍ଷ ତିନୋଟି ପର୍ଯ୍ୟାୟରେ!-->!-->!-->…
