ବିଜେଡିର ୩୮ ଜଣିଆ ନିର୍ବାଚନ ଇସ୍ତାହାର କମିଟି ଗଠିତ : ଚନ୍ଦ୍ରଶେଖର ସାହୁ ଅଧ୍ୟକ୍ଷ, ୬ ସହ- ଅଧ୍ୟକ୍ଷ
ନିର୍ବାଚନ ପାଇଁ ୩୮ ଜଣିଆ ଇସ୍ତାହାର କମିଟି ଗଠନ କରିଛି ବିଜେଡି । ଚନ୍ଦ୍ରଶେଖର ସାହୁ କମିଟିର ଅଧ୍ୟକ୍ଷ ରହିଥିବା ବେଳେ ୬ ଜଣ ସହ ଅଧ୍ୟକ୍ଷ ରହିଛନ୍ତି। ସେମାନେ ହେଲେ ଦେବୀ ପ୍ରସାଦ ମିଶ୍ର, ପ୍ରତାପ ଦେବ, ସୁଦାମ ମାର୍ଣ୍ଡି, ମଙ୍ଗଳା କିଷାନ, ପଦ୍ମନାଭ ବେହେରା ଓ କସ୍ତୁରୀ ମହାପାତ୍ର।!-->…
