Odia News Portal
Browsing Tag

swadhikar news

୫ ବାଘ ଚମଡା ଜବତ :୭ ମାଫିଆ ଗିରଫ

ଅନ୍ତଃରାଜ୍ୟ ବନ୍ୟପ୍ରାଣୀ ଚୋରା କାରବାର କରୁଥିବା ବଡ ର୍ୟାକେଟର ପର୍ଦ୍ଦାଫାଶ କରିଛି ଗଜପତି ଜିଲ୍ଲା ବନ୍ୟପ୍ରାଣୀ ବିଭାଗ । ରାଜ୍ୟ ବାହାରକୁ ଚାଲାଣ ପାଇଁ ଯୋଜନା ଚାଲିଥିବା ବେଳେ ୭ ଜଣ ମାଫିଆଙ୍କୁ ଗିରଫ କରାଯାଇଛି । ସେମାନଙ୍କ ନିକଟରୁ ୫ଟି କଲରାପତରିଆ ବାଘ ଚମଡା ଜବତ କରାଯାଇଛି । ଏହା ସହ

ଆଜି ଆସିପାରେ ବିଜେଡିର ଆଉ ଏକ ପ୍ରାର୍ଥୀ ତାଲିକା

ଆଜି ଆସିପାରେ ବିଜେଡିର ଆଉ ଏକ ପ୍ରାର୍ଥୀ ତାଲିକା । ୨୦ରୁ ୩୦ ଆସନରେ ତାଲିକା ଚୂଡ଼ାନ୍ତ ହୋଇଥିବା ସୂଚନା ମିଳିଛି । ଟିକେଟ ଅପେକ୍ଷାରେ ଗୋଟିଏ ଲୋକସଭା ଓ ୩୯ ବିଧାନସଭା ଆସନର ଆଶାୟୀ ରହିଛନ୍ତି । ପୂର୍ବରୁ ବିଜୁ ଜନତା ଦଳ ୧୦୮ ବିଧାନସଭା ଆସନ ଓ ୨୦ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ

କନିଷ୍ଠ ଯନ୍ତ୍ରୀଙ୍କୁ ୩ ବର୍ଷ ଜେଲ

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗୁଣୁପୁର ବ୍ଲକର ପୂର୍ବତନ କନିଷ୍ଠ ଯନ୍ତ୍ରୀ ସରୋଜ କୁମାର ପଣ୍ଡାଙ୍କୁ ଜେଲ୍ ଦଣ୍ଡ ହୋଇଛି। ଜୟପୁର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ ରାଜେଶ ଏକ୍କା ମାମଲାାର ଶୁଣାଣି କରି କନିଷ୍ଠ ଯନ୍ତ୍ରୀଙ୍କୁ ଦୋଷୀ ସାବ୍ୟସ୍ତ କରି ୩ ବର୍ଷ ଜେଲ ଦଣ୍ଡାଦେଶ ସହ ୨ ଲକ୍ଷ

ତାତିରୁ ମିଳିବ ଆଶ୍ୱସ୍ତି

ପ୍ରଚଣ୍ଡ ଖରାରେ ସିଝୁଛି ସାରା ଓଡ଼ିଶା । ସକାଳ ହେଉ ହେଉ ଦିନ ଦ୍ବିପ୍ରହର ଭଳି ତାତି ଅନୁଭବ ହେଉଛି । ଏକ ପ୍ରକାର ରାଜ୍ୟରେ ଅଗ୍ନୀବର୍ଷା ଭଳି ଅନୁଭୂତ ଦେଉଛି । ଆକାଶରୁ ନିଆଁ ଝୁଲ ଖସୁଛି । ହେଲେ ଏହାରି ଭିତରେ ରାଜ୍ୟବାସୀଙ୍କୁ ମିଳିବ ଆଶ୍ବସ୍ତି । ଆଜି ଠାରୁ ଓଡ଼ିଶାରେ ବଦଳିବ ପାଗ

ବିଜୁ ଶ୍ରମିକ ସାମ୍ମୁଖ୍ୟର ଗଣସମ୍ମିଳନୀରେ କର୍ମକର୍ତ୍ତାମାନଙ୍କୁ ସମ୍ବୋଧିତ କରିବେ ପାଣ୍ଡିଆନ

ରବିବାର ଭୁବନେଶ୍ୱର ୟୁନିଟ୍‌‌-୬ ଠାରେ ବିଜୁ ଶ୍ରମିକ ସାମ୍ମୁଖ୍ୟର ଗଣସମ୍ମିଳନୀ ଅନୁଷ୍ଠିତ ହେବ। ଏହି ସମ୍ମିଳନୀରେ ‘୫-ଟି’ ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌‌ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମଗ୍ର ରାଜ୍ୟରୁ ଆସିଥିବା କର୍ମକର୍ତ୍ତାମାନଙ୍କୁ ସମ୍ବୋଧିତ କରିବା

ମହାନଦୀରେ ବୁଡ଼ି ଯୁବକ ମୃତ, ଜେଜେଙ୍କ ଶୁଦ୍ଧିକ୍ରିୟାରେ ଯୋଗ ଦେବାକୁ ଆସିଥିଲେ

କଟକରେ ମହାନଦୀର ତୁଳସୀପୁର ହାତୀଗଡ଼ା ଘାଟରେ ରବିବାର ଘଟିଛି ଏକ ଅଭାବନୀୟ ଘଟଣା। ଜେଜେ ବାପାଙ୍କ ଶୁଦ୍ଧିକ୍ରିୟା କାମରେ ଯୋଗ ଦେବାକୁ ଆସିଥିବା ଜଣେ ଯୁବକଙ୍କର ନଦୀରେ ବୁଡ଼ି ମୃତ୍ୟୁ ଘଟିଛି। ତାଙ୍କ ନାଁ ରୂପକ ବାନାର୍ଜୀ (୨୧)। ସେ ଭୁବନେଶ୍ୱରର ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ବିଟେକ

ବିଜେଡିରେ ମିଶିଲେ ଲେଖାଶ୍ରୀ ସାମନ୍ତସିଂହାର

ବିଜେଡିରେ ମିଶିଲେ ଲେଖାଶ୍ରୀ ସାମନ୍ତସିଂହାର । ଶଙ୍ଖ ଭବନରେ ଆୟୋଜିତ ବିଜେଡିର ମହାମିଶ୍ରଣ ପର୍ବରେ ଲେଖାଶ୍ରୀ ଦଳରେ ସାମିଲ ହୋଇଛନ୍ତି । ଶଙ୍ଖ ଭବନରେ ସାଂସଦ ମାନସ ମଙ୍ଗରାଜଙ୍କ ଉପସ୍ଥିତିରେ ଲେଖାଶ୍ରୀ ସାମିଲ ହୋଇଛନ୍ତି । ରବିବାର ସକାଳେ ସେ ବିଜେପି ଛାଡିଥିଲେ । ଦଳର ନୀତି ଯୋଗୁଁ

ଆଉ ୯ ପ୍ରାର୍ଥୀ ଘୋଷଣା କଲେ ନବୀନ

ଆସନ୍ତା ବିଧାନସଭା ନିର୍ବାଚନ ପାଇଁ ବିଜେଡି ଆଜି ତୃତୀୟ ପର୍ୟ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ବିଜେଡି ସୁପ୍ରିମୋ ନବୀନ ପଟନାୟକ ଗୋଟିଏ ଭିଡିଓ ବାର୍ତ୍ତା ଜାରି କରି ୯ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି। ୧)ରେଙ୍ଗାଲି-ସୁଦର୍ଶନ ହରିପାଲ୨)ରାଉଲକେଲା-ଶାରଦା

ଜଳୁଛି ରାଜଧାନୀ : ଭୁବନେଶ୍ୱର ୪୪ ଡିଗ୍ରୀ

 ପ୍ରଚଣ୍ଡ ତାତିରେ ଜଳୁଛି ସାରା ରାଜ୍ୟ।ରାଜଧାନୀ ଭୁବନେଶ୍ବର ସହ ସାରା ରାଜ୍ୟରେ ପ୍ରବଳ ଖରା ଅନୁଭୂତ ହେଉଛି। ଦିନ ସାଢ଼େ ୧୧ଟାରେ ଭୁବନେଶ୍ବର ତାପମାତ୍ରା ୩୯.୮ ଡ଼ିଗ୍ରୀ ରେକର୍ଡ ହୋଇଥିବାବେଳେ ଏବେ ୪୪ଡିଗ୍ରୀରେ ପହଞ୍ଚିଛି ।ଏହା ସର୍ବାଧିକ ତାପମାତ୍ରା ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର

୩୦କିଲୋ ଗଞ୍ଜେଇ ଜବତ, ଜଣେ ଗିରଫ

କନ୍ଧମାଳ ଜିଲ୍ଲା ଘୁମୁସର ଉଦୟଗିରି ବ୍ଲକ ଅନ୍ତର୍ଗତ ତାଲାରିମାହା ପଞ୍ଚାୟତର ଜବେଡି ଠାରେ ସ୍ଥାନୀୟ ପୁଲିସ୍ ଏସ୍‌ଆଇ ଅନନ୍ତ ପ୍ରଧାନଙ୍କ ନେତୃତ୍ୱରେ ଏକ ପୁଲିସ ଟିମ୍ ପାଟ୍ରୋଲିଙ୍ଗ୍ କରୁଥିବା ବେଳେ ଫିରିଙ୍ଗିଆ ଠାରୁ ଭଞ୍ଜନଗର ଅଭିମୁଖେ ଯାଉଥିବା ଏକ ମାରୁତି ସୁଜୁକି (ଓଡି ୦୨ ସିଏନ୍‌