ଆଜି ଆମ ବସଷ୍ଟାଣ୍ଡ ଯୋଜନାରେ ୨୦ଟି ନୂଆ ବସଷ୍ଟାଣ୍ଡକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ
ଆଜି ଆମ ବସଷ୍ଟାଣ୍ଡ ଯୋଜନାରେ ୧୩ ଜିଲ୍ଲାର ୨୦ଟି ନୂଆ ବସଷ୍ଟାଣ୍ଡକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଯାହାକି ପରିବହନ କ୍ଷେତ୍ରରେ ଏକ ନୂଆ ମାଇଲଷ୍ଟୋନ ସାଜିବ । ଅତ୍ୟନ୍ତ ଆଧୁନିକ ଓ ସ୍ମାର୍ଟ ବସଷ୍ଟାଣ୍ଡ ରୂପେ ଏହାକୁ ନିର୍ମାଣ କରାଯାଇଛି । ଏଥିରେ ଯାତ୍ରୀ, ଡ୍ରାଇଭର!-->…
