Odia News Portal
Browsing Tag

swadhikar news

ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଆଜି ବିଭିନ୍ନ ସ୍ଥାନରେ ମେଘୁଆ ପାଗ

ଆଜି ସକାଳୁ କଟକ-ଭୁବନେଶ୍ୱର ସହ ରାଜ୍ୟର ବିଭିନ୍ନ ସ୍ଥାନରେ ମେଗୁଆ ପାଗ ଦେଖିବାକୁ ମିଳିଛି । ଛତିଶଗଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପାଗରେ ପରିବର୍ତ୍ତନ ଦେଖାଦେଇଛି । ରାଜ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷର ଦିନ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଛି। ମାଲକାନଗିରିରେ

ଆଜି ଶଙ୍ଖ ଧରିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ

ଆଜି ବିଜେଡିରେ ସାମିଲ ହେଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ । ବିଜେପିରୁ ଇସ୍ତଫା ଦେବାପରେ ହଜାର ହଜାର ସମର୍ଥକଙ୍କ ଗହଣରେ ଶଙ୍ଖଭବନରେ ପହଞ୍ଚି ବିଜେଡିରେ ଯୋଗ ଦେଇଛନ୍ତି ସୁକାନ୍ତ ନାୟକ । ଜେଡିରେ ଯୋଗ ଦେବା ପରେ ସୁକାନ୍ତ କହିଛନ୍ତି, ଆମେ ଆରମ୍ଭରୁ ବିଜୁ ବାବୁଙ୍କ ଆଦର୍ଶରେ ଅନୁପ୍ରାଣିତ

ବିଜେଡିରେ ମିଶିଲେ ଚିରଞ୍ଜୀବ ବିଶ୍ୱାଳ

ବିଜେଡିରେ ସାମିଲ ହୋଇଛନ୍ତି ପୂର୍ବତନ କଂଗ୍ରେସ ବିଧାୟକ ଚିରଞ୍ଜୀବ ବିଶ୍ୱାଳ। ଗତକାଲି କଂଗ୍ରେସରୁ ଇସ୍ତଫା ଦେଇଥିବା ଚିରଞ୍ଜୀବ ଆଜି ଶଙ୍ଖ ଭବନରେ ବିଜେଡିରେ ସାମିଲ ହୋଇଛନ୍ତି । ପୂର୍ବତନ ଉପମୁଖ୍ୟମନ୍ତ୍ରୀ ବସନ୍ତ ବିଶ୍ବାଳଙ୍କ ପୁଅ ଚିରଞ୍ଜୀବ ଜଗତସିଂହପୁର ଜିଲ୍ଲାର ଜଣେ ଟାଣୁଆ କଂଗ୍ରେସ

୭୫ ହଜାର ଛୁଇଁବ ସୁନା

୨୦୨୪ରେ ଆମେରିକାର କେନ୍ଦ୍ରୀୟ ବ୍ୟାଙ୍କ ଫେଡେରାଲ ରିଜର୍ଭ ପକ୍ଷରୁ ସୁଧ ହାର ୩ ଥର ହ୍ରାସ କରାଯିବ ବୋଲି ଚର୍ଚ୍ଚା ହେଉଛି। ଆମେରିକା କେନ୍ଦ୍ରୀୟ ବ୍ୟାଙ୍କର ସୁଧ ହାର ହ୍ରାସ ଚର୍ଚ୍ଚା ସହିତ ଅନ୍ୟାନ୍ୟ କେତେକ କାରଣରୁ ଅନ୍ତର୍ଜାତୀୟ ବଜାରରେ ସୁନା ଦର ହୁ ହୁ ହୋଇ ବଢ଼ୁଛି। ଚଳିତ ଆର୍ଥିକବର୍ଷ

ଆଉ ତିନିଟି ଲୋକସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେପି

ରାଜ୍ୟର ଆଉ ତିନିଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । କଟକରୁ ଭର୍ତ୍ତୃହରି ମହତାବ ନିର୍ବାଚନ ଲଢ଼ିବେ। ଯାଜପୁରରୁ ଡାକ୍ତର ରବୀନ୍ଦ୍ର ନାରାୟଣ ବେହେରାଙ୍କୁ ପ୍ରାର୍ଥୀ କରାଯାଇଛି। କନ୍ଧମାଳରୁ ସୁକାନ୍ତ କୁମାର ପାଣିଗ୍ରାହୀ ନିର୍ବାଚନ ଲଢ଼ିବେ । ଏଥିସହ ବିଜେପି ରାଜ୍ୟର

ତାତିରେ ଫୁଟିଲା ସାରା ରାଜ୍ୟ

୪୦ ଟପିଲା ୫ ସହର । ୪୧ ଡିଗ୍ରୀ ସହ ମାଲକାନଗିରି ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର । ବୌଦ୍ଧ ଏବଂ ଟିଟିଲାଗଡ ତାପମାତ୍ରା ୪୦.୫ ଡିଗ୍ରୀ । ବଲାଙ୍ଗିର ୪୦.୨ ଏବଂ ନୟାଗଡ ୪୦ ଡିଗ୍ରୀ ସେଲସିୟସ । କଟକ ୩୭.୬ ଏବଂ ଭୁବନେଶ୍ୱର ୩୭ ଡିଗ୍ରୀ ସେଲସିୟସ ।

ଚୌଧୁରୀ ଚରଣ ସିଂଙ୍କ ସମେତ ଏହି ବ୍ୟକ୍ତିବିଶେଷମାନଙ୍କୁ ଭାରତ ରତ୍ନରେ ସମ୍ମାନିତ କଲେ ରାଷ୍ଟ୍ରପତି

ରାଷ୍ଟ୍ରପତି ଭବନରେ ଆଜି (୩୦ ମାର୍ଚ୍ଚ ୨୦୨୪)ରେ ଆୟୋଜିତ ଏକ ପାରମ୍ପରିକ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତ ରତ୍ନ ସମ୍ମାନ ପ୍ରଦାନ କରିଛନ୍ତି। ସେ ନିମ୍ନ ବ୍ୟକ୍ତିବିଶେଷମାନଙ୍କୁ ଭାରତ ରତ୍ନରେ ସମ୍ମାନିତ କରି ଅଛନ୍ତି: - ପୂର୍ବତନ ପ୍ରଧାନମନ୍ତ୍ରୀ ପି.ଭି. ନରସିଂହ

ପଦ୍ମ ପାଖୁଡ଼ାରେ ଓଡ଼ିଆ ତାରକା

ପଦ୍ମ ପୋଖରୀକୁ ଡେଉଁଛି ଓଲିଉଡ । ତାରକା ଶୂନ୍ୟ ହେଉଛି ବିଜେଡି । କିଛି ଦିନ ତଳେ ବିଜପିକୁ ଡେଇଁ ଥିଲେ ଓଲିଉଡ ଅଭିନେତା ଅରିନ୍ଦମ ରାୟ । ଦୁଇ ଦିନ ତଳେ ବିଜେପିରେ ସାମିଲ ହେଲେ ସୁପରଷ୍ଟାର ସିଦ୍ଧାନ୍ତ ମହାପାତ୍ର । ଆଉ ଗୋଟିଏ ଦିନରେ ବିଜେଡି ଛାଡିଛନ୍ତି ଦୁଇ ଓଲିଉଡ ସିନେଷ୍ଟାର ଅନୁଭବ

ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିବ ଗୋପାଳପୁର ବତିଘର

ଗୋପାଳପୁର ବତିଘର ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିବ। ଟୁରିଷ୍ଟମାନେ ମାତ୍ର ୧୦ ଟଙ୍କାର ଟିକେଟ କାଟି ଏହାର ୧୫୪ଟି ବୃତ୍ତାକାର ପାହାଚ ଚଢି ଶୀର୍ଷକୁ ପହଞ୍ଚିପାରିବେ। ସେହି ୪୫ ମିଟର ଉଚ୍ଚରୁ ଦିଗବଳୟ ପର୍ଯ୍ୟନ୍ତ ବିସ୍ତୃତ ଗଭୀର ସମୁଦ୍ରର ନୀଳ ଜଳରାଶି, ଦୂରରେ ଯାଆସ କରୁଥିବା ଜାହାଜ, ସମୁଦ୍ର

ଶଙ୍ଖ ଧରିଲେ ପାରଳାଖେମୁଣ୍ଡିର ପୂର୍ବତନ କଂଗ୍ରେସ ବିଧାୟକ

 ପାରଳାଖେମୁଣ୍ଡିର ପୂର୍ବତନ ବିଧାୟକ କେ. ସୂର୍ଯ୍ୟା ରାଓ ଆଜି ବିଜେଡିରେ ସାମିଲ ହୋଇଛନ୍ତି । ସେ କଂଗ୍ରେସ ଟିକେଟରୁ ୨୦୧୪ରେ ପାରଳାଖେମୁଣ୍ଡିରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ସୂର୍ଯ୍ୟା ରାଓଙ୍କୁ ସାଂସଦ ସସ୍ମିତ ପାତ୍ର ଓ ଗଜପତି ବିଜେଡି