Odia News Portal
Browsing Tag

swadhikar news

ମେଣ୍ଟ ଚର୍ଚ୍ଚା: ସରିଲା ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ

ମେଣ୍ଟ ଚର୍ଚ୍ଚା ଭିତରେ ସରିଲା ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ । ତେବେ ଏହି ବୈଠକ ପରେ ବିଜେଡିର ବରିଷ୍ଠ ନେତା ତଥା ଦଳର ଉପସଭାପତି ଦେବୀ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ବରିଷ୍ଠ ନେତା ଓ ପର୍ଯ୍ୟବେକ୍ଷକଙ୍କ ମିଟିଂ ହୋଇଥିଲା । ଏଥିରେ ନିର୍ବାଚନୀ ରଣକୌଶଳ

ବଢିଲା ସର୍ବନିମ୍ନ ମଜୁରୀ : ୩୫୨ ଟଙ୍କାରୁ ୪୫୦ ଟଙ୍କାକୁ ବୃଦ୍ଧି

ରାଜ୍ୟ ସରକାର ଆଜି ସର୍ବନିମ୍ନ ମଜୁରୀରେ ବୃଦ୍ଧି କରିଛନ୍ତି। ଏ ସଂପର୍କରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି । ଚାରୋଟି ବର୍ଗ ଯଥା ଅଣକୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ ଓ ଅତ୍ୟନ୍ତ କୁଶଳୀ ଶ୍ରମିକ ଏହି ନିଷ୍ପତ୍ତି ଦ୍ବାରା ଉପକୃତ ହେବେ । ଅଣକୁଶଳୀ ଶ୍ରମିକ ମାନଙ୍କ

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : କନିଷ୍ଠ ଶିକ୍ଷକଙ୍କୁ ୧୩,୮୦୦ ପରିବର୍ତ୍ତେ ୨୦,୦୦୦ ଟଙ୍କାର ମାସିକ ପାରିଶ୍ରମିକ

ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ନିୟୋଜିତ ହୋଇଥିବା କନିଷ୍ଠ ଶିକ୍ଷକ (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି) ସେମାନଙ୍କର ବିଭିନ୍ନ ଦାବୀକୁ ବିଚାରକୁ ନେଇ ସରକାର ତାଙ୍କ ମାସିକ ପାରିଶ୍ରମିକ ୧୩,୮୦୦ ପରିବର୍ତ୍ତେ ୨୦,୦୦୦

ପଦ୍ମ ସମ୍ମାନିତଙ୍କୁ ମିଳିବ ସମ୍ମାନ ରାଶି, ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ପଦ୍ମ ସମ୍ମାନିତଙ୍କୁ ମାସିକ ୨୫ ହଜାର । ପଦ୍ମ ସମ୍ମାନରେ ସମ୍ମାନିତ ବ୍ୟକ୍ତି ବିଶେଷଙ୍କୁ ମିଳିବ ସମ୍ମାନ ରାଶି । ମାସିକ ୨୫ ହଜାର ଟଙ୍କା ମିଳିବା ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ଚଳିତ ବର୍ଷ ଏପ୍ରିଲରୁ ମାସିକ ମିଳିବ ୨୫ ହଜାର ଟଙ୍କା । ନିର୍ବାଚନକୁ ଆଖି ଆଗରେ ରଖି ଲୋଭନୀୟ ଘୋଷଣା

ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ତିନି ଘଣ୍ଟା ବନ୍ଦ ରହିବ ଦର୍ଶନ 

ଆଜି ଫାଲଗୁନ ଶୁକ୍ଳ ଚତୁର୍ଥୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ଵିତୀୟ ଭୋଗମଣ୍ଡପ ଭୋଗ ପରେ ସନ୍ଧ୍ୟା ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ପାଇଁ କ ନୀତି ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ଭାଗବତ ଟୁଙ୍ଗିକୁ ୫୦ ହଜାର

ରାଜ୍ୟର ପ୍ରତି ଭାଗବତ ଟୁଙ୍ଗିକୁ ମିଳିବ ୫୦ ହଜାର ଟଙ୍କା । ରାଜ୍ୟରେ ଥିବା ୭୨୦୦ ଭାଗବତ ଟୁଙ୍ଗି ପାଇବେ ସହାୟତା । ଆମ ରାଜ୍ୟରେ ଥିବା ୭,୨୦୦ଟି ଭାଗବତ ଟୁଙ୍ଗି ଗୁଡିକୁ ଅଧିକ କ୍ରିୟାଶୀଳ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତି ଭାଗବତ ଟୁଙ୍ଗି ପାଇଁ ୫୦ ହଜାର ଟଙ୍କା

କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲା; ଓସେପାର ମେରିଟ୍ ଲିଷ୍ଟ ଖାରଜ

କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲାରେ ଚୂଡ଼ାନ୍ତ ରାୟ ଶୁଣାଇଛନ୍ତି ହାଇକୋର୍ଟ। ଓସେପାର ମେରିଟ୍ ଲିଷ୍ଟ ସହ ଜିଲ୍ଲାୱାରୀ ମେରିଟ୍ ଲିଷ୍ଟ ବି ଖାରଜ କଲେ ହାଇକୋର୍ଟ । ଏଥିସହ ନିଯୁକ୍ତି ସର୍ତ୍ତାବଳୀ ଅନୁଯାୟୀ ସାନି ମେରିଟ୍ ଲିଷ୍ଟ ପ୍ରସ୍ତୁତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି

ମହିଳା ସରକାରୀ କର୍ମଚାରୀଙ୍କୁ ମିଳିବ ଅଧିକ ୧୦ ଦିନ ବାର୍ଷିକ ସାମୟିକ ଛୁଟି

ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟକରୁଥିବା ମହିଳା କର୍ମଚାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବାର୍ଷିକ ୨୫ ଦିନର ସାମୟିକ ଛୁଟି ଘୋଷଣା କରିଛନ୍ତି। ସରକାରୀ କର୍ମଚାରୀମାନଙ୍କ ପାଇଁ ସାଧାରଣତଃ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଦିଆଯାଉଥିବା ବେଳେ

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ପଞ୍ଚାୟତିରାଜ ପ୍ରତିନିଧିମାନଙ୍କ ପାରିତୋଷିକ ଓ ବୈଠକ ଭତ୍ତାରେ ବୃଦ୍ଧି

ରାଜ୍ୟର ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବୃଦ୍ଧି କରିଛନ୍ତି।ସୂଚନାଯୋଗ୍ୟ ଯେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲାଗସ୍ତ ସମୟରେ ପଞ୍ଚାୟତିରାଜ ପ୍ରତିନିଧିମାନେ ତାଙ୍କୁ ଭେଟି ଏହି

୪୬ ଲକ୍ଷ ଚାଷୀଙ୍କୁ କାଳିଆ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୪୬ ଲକ୍ଷ କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀଙ୍କୁ ୯୩୩.୦୭ କୋଟି ଟଙ୍କାର କାଳିଆ ସହାୟତା-୨୦୨୪ ପ୍ରଦାନ କରିଛନ୍ତି। ଏଥିସହିତ ରାଜ୍ୟର ସମସ୍ତ ଜିଲ୍ଲାରେ ଚାଷୀ ଭାଇଭଉଣୀ ମାନଙ୍କୁ କୃଷି କାର୍ଯ୍ୟ ନିମନ୍ତେ ବୈଷୟିକ ସହାୟତା ପ୍ରଦାନ କରିବା