ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ
ମୋକିମଙ୍କ ନିର୍ବାଚନ ଅସିଦ୍ଧ । କଟକ-ବାରବାଟୀ ନିର୍ବାଚନୀ ଅନିୟମିତତା ମାମଲାରେ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ । ଅପରାଧିକ ମାମଲାର ସବିଶେଷ ତଥ୍ୟ ଦେଇ ନଥିବାରୁ ଅସିଦ୍ଧ ଘୋଷଣା । ମୋକିମଙ୍କ ବିରୋଧରେ ଦେବାଶିଷ ସାମନ୍ତରାୟ ମାମଲା କରିଥିଲେ । ନାମାଙ୍କନ!-->…
