ମୁକ୍ତା ଯୋଜନାରେ ମା’ ମାନେ ବହୁତ ଭଲ କାମ କରୁଛନ୍ତି : ମୁଖ୍ୟମନ୍ତ୍ରୀ
ରାଜ୍ୟର ସହର ବିକାଶ ଇତିହାସରେ ଆଜି ଏକ ନୂଆ ମାଇଲଷ୍ଟୋନ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି 5T ଉପକ୍ରମରେ ସହରବାସୀଙ୍କ ନିମନ୍ତେ ଅନେକ ସୁବିଧା ଯଥା ପିଇବା ପାଣି ସୁବିଧା, Drink from Tap, Pavered Road, Sewerage System ଓ ଅନେକ ନାଗରିକ ସେବା ସହିତ!-->…
