ବାଲେଶ୍ବରକୁ ବଡ଼ ଭେଟି, ସ୍ବପ୍ନର ପ୍ରକଳ୍ପ ମନ୍ମଥ-ମନୋଜ ସ୍ମାରକୀ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନର ପ୍ରକଳ୍ପ ମନ୍ମଥ- ମନୋଜ ସ୍ମାରକୀ। ଆଜି ଏହାର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଐତିହାସିକ ମନ୍ମଥନାଥ ଦାସ ଓ କଥାକାର ମନୋଜ ଦାସଙ୍କ ଏନ୍ତୁଡ଼ିଶାଳକୁ ଐତିହ୍ୟ ସ୍ମାରକୀର ରୂପ ଦିଆଯାଇଛି। ବାଲେଶ୍ୱର ସଂଖାରୀରେ!-->…
