୨୮ରେ ମୟୂରଭଞ୍ଜ ଆସୁଛନ୍ତି ମହାମହିମ
ଭାରତର ସର୍ବୋଚ୍ଚ ସାମ୍ବିଧାନିକ ପଦବୀ ଅଳଙ୍କୃତ କରିବା ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତୃତୀୟ ଥର ପାଇଁ ନିଜ ଜିଲ୍ଲା ମୟୂରଭଞ୍ଜକୁ ଆସୁଛନ୍ତି । ଯାହା କାର୍ଯ୍ୟସୂଚୀ ରହିଛି, ମହାମହିମ ଆଉ ଦୁଇ ଦିନ ପରେ ମୟୂରଭଞ୍ଜ ଆସିବେ । ୨୮ ତାରିଖ ଦିନ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ!-->…
