କାଲି ବିଶ୍ବପ୍ରସିଦ୍ଧ ରଥଯାତ୍ରା, ଲୋକାରଣ୍ୟ ହେଲାଣି ଶ୍ରୀକ୍ଷେତ୍ର
ଆସନ୍ତାକାଲି ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଆଜିଠୁ ଲୋକାରଣ୍ୟ ହେଲାଣି ଶ୍ରୀକ୍ଷେତ୍ର ପୁରୀ । ଆଜି ଆଜ୍ଞାମାଳ ଆସିବା ପରେ ସିଂହଦ୍ବାରକୁ ଟଣାହେବ ୩ ରଥ। ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଆଖି ଆଗରେ ରଖି ପୁରୀରେ ଅଭୁତପୂର୍ବ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।
ଆଜି ଶ୍ରୀମନ୍ଦିରରେ ନବଯୌବନ!-->!-->!-->…