‘ଆମ ହସ୍ପିଟାଲ’ ଲୋକାର୍ପିତ : ୧୫ଟି ଜିଲ୍ଲାରେ ୭୩ଟି ଆମ ହସ୍ପିଟାଲ,୫ଟି ଉପଖଣ୍ଡ ଡାଏଲେସିସ୍ ସେଣ୍ଟର ଉଦ୍ଘାଟିତ
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୫ଟି ଜିଲ୍ଲାରେ ୭୩ଟି ‘ଆମ ହସ୍ପିଟାଲ’, ୫ଟି ଉପଖଣ୍ଡସ୍ତରୀୟ ଡାଏଲେସିସ୍ ସେଣ୍ଟର ଲୋକାର୍ପଣ କରିବା ସହିତ ରାଜ୍ୟର ସମସ୍ତ ଜିଲ୍ଲା ସଦରମହକୁମା ଡାକ୍ତରଖାନାରେ ଆଇଭିଆରଏସ ପଦ୍ଧତିରେ ରୋଗୀ ମତାମତ ସଂଗ୍ରହ ବ୍ୟବସ୍ଥା ଓ କର୍ମଚାରୀମାନଙ୍କର!-->…
